Posted inଖେଳ

ମତଦାନ ସାବ୍ୟସ୍ତ କଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୨୧।୧୦: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ସୋମବାର ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ସଚିନ ସ୍ତ୍ରୀ ଅଞ୍ଜଳି ଏବଂ ପୁଅ ଅର୍ଜୁନଙ୍କ ସହ ଭୋଟ ଦେବା ପାଇଁ ପହଞ୍ଚିଥିଲେ। ବାନ୍ଦ୍ରା ପୋଲିଂ ବୁଥ୍‌ରେ ଭୋଟ ଦେବାକୁ ଯାଇଥିବା ସଚିନଙ୍କୁ ଦେଖିବା ପାଇଁ ପ୍ରବଳ ଭିଡ ଜମିଥିଲା। ଏପରିକି ପୋଲିଂ ବୁଥ୍‌ର କର୍ମଚାରୀମାନେ ଏକ ବଲ୍‌ରେ ସଚିନଙ୍କଠାରୁ ଅଟୋଗ୍ରାଫ୍‌ ନେଇଥିଲେ। ଏହାପରେ ସଚିନ ନିଜ ଟୁଇଟରରେ ଲୋକଙ୍କୁ ଭୋଟ ଦେବା ପାଇଁ ପ୍ରବର୍ତ୍ତାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଉ ଏକ କ୍ରିକେଟ୍‌ ଟିମ୍‌ର ମାଲିକ ହେଲେ କିଙ୍ଗ୍‌ ଖାନ୍‌ ଶାହାରୁଖ୍‌

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏବଂ କାରାବିଆନ୍‌ ପ୍ରିମିୟର ଲିଗ୍‌ (ସିପିଏଲ୍‌) ପରେ କିଙ୍ଗ୍‌ ଖାନ୍‌ ଶାହାରୁଖ୍‌ ଆମେରିକାର ଟି-୨୦ ଲିଗ୍‌ରେ ପ୍ରବେଶ କରିବାକୁ ପ୍ରସ୍ତୁତ...

କ୍ରିକେଟ୍‌ରେ କେମିତି ମିଳିବ ପରିଚୟ,ସଚିନ କଲେ ଖୁଲାସା

ମୁମ୍ବାଇ,୨୪।୨: କ୍ରିକେଟର୍‌ ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ବିଶ୍ୱାସ କରନ୍ତି ଯେ, ଜଣେ ଖେଳାଳି ତାଙ୍କ ପୃଷ୍ଠଭୂମି ଦ୍ୱାରା ନୁହେଁ ବରଂ ପଡ଼ିଆରେ ପ୍ରଦର୍ଶନ ଦ୍ୱାରା...

ଭାରତୀୟ ଦଳରେ ସ୍ଥାନ ପାଇଲେ ଫଳ ବିକ୍ରେତାଙ୍କ ପୁଅ

ଶ୍ରୀନଗର,୨୩।୫:ଆସନ୍ତା ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ ଇଣ୍ଡିଆକୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ଏହି ସିରିଜ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ...

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ମାତ୍ର ୧୮ ବର୍ଷ ବୟସରେ ଟେଷ୍ଟ ଡେବ୍ୟୁ ମ୍ୟାଚ୍‌ରେ ଶତକ ହାସଲ କରିଥିବା ପୃଥ୍ବୀ ଶ’ ଏବେ ଜଣେ ଅଭିନେତ୍ରୀଙ୍କ ପ୍ରେମରେ ପଡିଥିବା ଚର୍ଚ୍ଚା ହେଉଛି।...

ଅଲିମ୍ପିକ୍ସ ସୁରକ୍ଷିତ: ଆୟୋଜକ, ଜନସାଧାରଣ ନାରାଜ

ଟୋକିଓ,୨୨।୫(ଏପି)-ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ମାତ୍ର ୨ ମାସ ବାକି ରହିଛି। ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଆୟୋଜକମାନଙ୍କ ସହ ମିଶି ଶୁକ୍ରବାର ଅଲିମ୍ପିକ୍ସ...

ଫାଇନାଲ ହାରି ବି ମାଲାମାଲ କେକେଆର୍‌; ଟି-୨୦ ବିଶ୍ୱକପ୍‌ ବିଜେତା ଟିମ୍‌ ବି ପାଇବନି ସେତିକି ରାଶି…

ଦୁବାଇ,୧୬।୧୦: ଶେଷ ହୋଇଛି ଆଇପିଏଲ୍‌ ୨୦୨୧। ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗ୍ସ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଫାଇନାଲ ମୁକାବିଲା ଖେଳାଯାଇଥିଲା। ଏଥିରେ ଟସ୍‌...

ହଓ୍ବେିଟ୍‌ଙ୍କୁ ଅଧିକ ଭୋଟ୍‌

ନ୍ୟୁପୋର୍ଟ (ଯୁକ୍ତରାଷ୍ଟ୍ର ଆମେରିକା): ଇଣ୍ଟରନ୍ୟାଶନାଲ ଟେନିସ ହଲ୍‌ ଅଫ୍‌ ଫେମ୍‌ର କ୍ଲାସ୍‌ ଅଫ୍‌ ୨୦୨୧ ପାଇଁ ହୋଇଥିବା ଫ୍ୟାନ୍‌ ଭୋଟିଂରେ ଦୁଇଥର ଗ୍ରାଣ୍ଡସ୍ଳାମ ଟାଇଟଲ ବିଜେତା...

ଅମୋଲ ମଜୁମ୍‌ଦାର ଦକ୍ଷିଣ ଆଫ୍ରିକା ବ୍ୟାଟିଂ କୋଚ୍‌

ନୂଆଦିଲ୍ଲୀ, ୧୦ା୯ (ପି.ଟି.)- ମୁମ୍ବାଇ ଷ୍ଟଲ୍‌ଓ୍ବାର୍ଟ ଅମୋଲ ମଜୁମ୍‌ଦାର ସୋମବାର ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଦକ୍ଷିଣ...

Advertisement
Archives

Model This Week