ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨ ବଖରା ଲେଖାଏଁ ଘର ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହିତ ପ୍ରାୟ ୮୦ ରୁ ୯୦ ହଜାର ଟଙ୍କାର ଜିନିଷପତ୍ର ନଷ୍ଟ ହୋଇଥିବା ଅଗ୍ନିଶମ ବିଭାଗ କର୍ମଚାରୀ ସୂଚନା ଦେଇଥିଲେ। ଅଗ୍ନିକାଣ୍ଡ ଖବର ଶୁଣି ପୋଲସରା ଅଗ୍ନିଶମ କେନ୍ଦ୍ରର ମୁଖ୍ୟ ଆଗ୍ନେୟକ ରାଜେନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୪।୮ (ବନ୍ଦନା ସେଠୀ): ବହୁ ବାଦବିବାଦ, ଧାରଣା ଏବଂ ଆଲୋଚନା ପରେ ଶେଷରେ ଗୁରୁବାର ୟୁନିଟ-୨ସ୍ଥିତ ମାର୍କେଟ ବିଲ୍ଡିଂ ସର୍ବସାଧାରଣଙ୍କ ପାଇଁ ଖୋଲିଛି। ୧୮ଦିନ ପରେ...

ପ୍ରେମିକ ଅନ୍ୟତ୍ର ବିବାହ କରୁଥିବାରୁ ଥାନାରେ ଏମିତି କଲେ ପ୍ରେମିକା

ଭୁବନେଶ୍ୱର,୨୮।୨: କମିଶନରେଟ ପୋଲିସ ଅଧୀନ ବାଲିପାଟଣା ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ଜଣକ ଅନ୍ୟତ୍ର ବିବାହ କରୁଥିବା ଖବର ପାଇ ପ୍ରେମିକା...

ଧ୍ୱଂସ ପାଉଛି ଉଖୁଡ଼େଇ ପାହାଡ଼

ଭଞ୍ଜନଗର,୧୪ା୨(ଡି.ଏନ.ଏ): ବେଲଗୁଣ୍ଠା ବ୍ଲକ କଣ୍ଟେଇପଲ୍ଲୀ-ବଡ଼ପଡ଼ା ରାସ୍ତା ଉଖୁଡ଼େଇ ପାହାଡ଼ ଉପରେ ରହିଛି ମା ଉଖୁଡ଼େଇଙ୍କ ମନ୍ଦିର। ବର୍ଷ ବର୍ଷ ଧରି ପାହାଡ଼ ଉପରେ ମା’ଙ୍କ ପୂଜାର୍ଚ୍ଚନା...

ସ୍ନାନ ବେଦୀରେ ଦାରୁଦିଅଁ

ପୁରୀ ଅଫିସ୍‌,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି...

ଆନ୍ଧ୍ରପ୍ରଦେଶରେ ଫସିଥିବା ୭୦ ଓଡ଼ିଆ ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା-ମୋ ପରିବାର’

ଭୁବନେଶ୍ୱର,୨୫।୩(ବ୍ୟୁରୋ):ଘାତକ କରୋନା ଭୂତାଣୁ ମୁକାବିଲାକୁ ନେଇ ଉପୁଜିଥିବା ଜଟିଳ ପରିସ୍ଥିତିରେ ଓଡ଼ିଶାର ୭୦ ଶ୍ରମିକ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ପେଡ଼ାତଡ଼େପଲ୍ଲୀ ସ୍ଥାନରେ ଫସି...

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୨୬ା୬: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ ସତ୍ତ୍ବେ କୌଣସି ଫରକ ପଡୁନି। କୋଲକାତା, ବାଲେଶ୍ବର, ଜଳେଶ୍ୱର ପ୍ରଭୃତି ଅଞ୍ଚଳରୁ ବିଭିନ୍ନ...

ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯିବା ପ୍ରସଙ୍ଗ: ସଂଗ୍ରାମୀ ସ୍ମାରକୀ ସ୍ତମ୍ଭରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ଅର୍ନ୍ତଭୁକ୍ତ କରିବା ପାଇଁ ଓଡ଼ିଶା ସରକାର ଯେଉଁ...

୧୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅବକାରୀ ସାମଗ୍ରୀ ଜବତ

କଟକ ଅଫିସ,୨୬ା୩: ରାଜ୍ୟର ୧୦୬ ପୌର ପରିଷଦ ଓ ୩ ମହାନଗର ନିଗମ ଅଞ୍ଚଳରେ ନିର୍ବାଚନକୁ ଅବାଧ, ନିରପେକ୍ଷ, ଶୃଙ୍ଖଳିତ କରାଇବା ପାଇଁ ରାଜ୍ୟ ଅବକାରୀ...

Advertisement
Archives

Model This Week