ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି ସହ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ତେବେ ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ଢେଙ୍କାନାଳ ଜିଲା ଅଞ୍ଚଳର ବୁଲୁ ପ୍ରଧାନ, ଗଗନ ନାୟକ ସଞ୍ଜୟ ସାମଲ ଓ ଭାରତ ନାୟକ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri