ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି ସହ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ତେବେ ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ଢେଙ୍କାନାଳ ଜିଲା ଅଞ୍ଚଳର ବୁଲୁ ପ୍ରଧାନ, ଗଗନ ନାୟକ ସଞ୍ଜୟ ସାମଲ ଓ ଭାରତ ନାୟକ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆରେ ଅସୁସ୍ଥ ହାତୀର ପ୍ରାଣ ଗଲା

ବନ୍ତଳା, ୨୪ା୬(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ବୁଢ଼ା ଜୋକୁବୁ ନାଳ ନିକଟରେ ଦୀର୍ଘଦିନ ଧରି ଅସୁସ୍ଥ ଥିବା ହାତୀର ରବିବାର...

୫ ବଖରା ଜଳିଗଲା

ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି ।...

ଭାଜପା କର୍ମକର୍ତ୍ତା ଚୟନ : କର୍ମୀ କହିଲେ କରିବୁ ଦଳର ସାଙ୍ଗଠନିକ କାର୍ଯ୍ୟକୁ ସୁଦୃଢ଼

ଛେଣ୍ଡିପଦା,୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରସାହି ପଞ୍ଚାୟତର ଭାଜପା କର୍ମକର୍ତ୍ତା ଚୟନ ଓ ସାଙ୍ଗଠନିକ ସଭା ରବିବାର ବଡବନ୍ଧ ଆମ୍ବତୋଟାଠାରେ ଅନୁଷ୍ଠିତ ହୋଇଯାଇଛି ।...

ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା

ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ...

କାଳବୈଶାଖୀ: ମେଡିକାଲରେ ପଶିଲା ପାଣି

ପାଲଲହଡ଼ା/ଛେଣ୍ଡିପଦା/ ବଅଁରପାଳ/ମାଧପୁର/ କଣିହାଁ/ ଅନୁଗୋଳ ଅଫିସ, ୨୨।୪(ଡି.ଏନ.ଏ.) – ଅନୁଗୋଳ ଜିଲାରେ ମଙ୍ଗଳବାର କାଳବୈଶାଖୀ ବର୍ଷା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ସନ୍ଧ୍ୟାରେ ହୋଇଥିବା ପବନ ସହ...

ଅଭିଯୁକ୍ତଙ୍କୁ ୧୫ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ, ୬।୩ – ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ସହ ଗର୍ଭବତୀ କରିବା ମାମଲାର ବିଚାର କରି ଅନୁଗୋଳ...

ମାଧପୁର ବଜାରରେ ବନ୍ଦର ପ୍ରଭାବ ପଡ଼ିନି

ମାଧପୁର,୮।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ବଜାରରେ ବୁଧବାର ବନ୍ଦର ପ୍ରଭାବ ପଡ଼ି ନ ଥିବା ଦେଖିବାକୁ ମିଳିଛି। ସବୁଦିନ ପରି ଦୋକାନ ବଜାର...

ଆଜି ଧରାବତରଣ କରିବେ ମା’ ଲକ୍ଷ୍ମୀ: ସଜେଇ ହୋଇଛି ୨୯ ମଣ୍ଡପ

ଅନୁଗୋଳ ଅଫିସ, ୧୩ା୧୦ – ଧରାବତରଣ କରିବେ ମା ଲକ୍ଷ୍ମୀ। ଏ ନେଇ ଅନୁଗୋଳ ସହର ସଜେଇ ହୋଇଛି। ରବିବାରଠାରୁ ମା’ଙ୍କ ପୂଜା ଆରମ୍ଭ ହେବ।...

BGU
Play 250+ Trending Games
Archives

Model This Week

Why Dharitri