ମଦ୍ୟପଙ୍କୁ ପିଞ୍ଜରାରେ ୨୪ ଘଣ୍ଟା ବନ୍ଦ କରନ୍ତି ଗ୍ରାମବାସୀ

ସାଣନ୍ଦ,୧୬।୨: ମଦ୍ୟପାନ ବିରୋଧରେ ଦେଶରେ ସଚେତନତା ଅଭିଯାନ ଜାରି ରହିଛି। ଗୁଜରାଟ ସାଣନ୍ଦରେ ଲୋକେ ମଦ୍ୟପମାନଙ୍କୁ ସଚେତନ କରାଇବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସେମାନେ ମଦ୍ୟପଙ୍କୁ ଧରି ୨୪ ଘଣ୍ଟା ଲାଗି ପିଞ୍ଜରାରେ ବନ୍ଦ କରି ଦିଅନ୍ତି। ଏହା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧୨୦୦ଟଙ୍କାର ଜରିମାନା ଦଣ୍ଡାଦେଶ କରାଯାଇଥାଏ। ସ୍ଥାନୀୟ ମୋତିପୁରା ଗାଁର ଗ୍ରାମବାସୀମାନେ ମଦ୍ୟପଙ୍କୁ ଏଭଳି ଦଣ୍ଡାଦେଶ କରିଥାନ୍ତି। ପିଞ୍ଜରାକୁ ଗାଁର ମଝି ଦାଣ୍ଡରେ ରଖି ଦିଆଯାଇଥାଏ। ଜରିମାନା ଦେବାପରେ ମଦ୍ୟପଙ୍କୁ ମୁକ୍ତ କରାଯାଇଥାଏ। ଏହାଦ୍ୱାରା ମଦ୍ୟପଙ୍କୁ ଲଜ୍ଜା ଲାଗିଥାଏ। ସେମାନେ ଆଉ ମଦ୍ୟପାନ କରିବାକୁ ଚାହିଁ ନ ଥାନ୍ତି। ଏଭଳି ଉପାୟ ଆପଣେଇବା ଦ୍ୱାରା ଗତ ୨ ବର୍ଷ ମଧ୍ୟରେ ଗାଁରେ କେହି ମଦ୍ୟପାନ କରି ନାହାଁନ୍ତି ବୋଲି ଗ୍ରାମବାସୀ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କୁ ଭେଟିଲେ ମୋଦି; ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri