ମଦ କାରଖାନା ଉପରେ ଚଢ଼ାଉ: ମହିଳା କିଙ୍ଗପିନ୍‌ ଗିରଫ; ୧୭ଲକ୍ଷ ଟଙ୍କା, ୧୫୦ ଲିଟର ମଦ ଜବତ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାସଲ ଗ୍ରାମରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ କାରଖାନା ଚାଲିଆସୁଥିଲା। ଜେନେରେଟର, ପେକିଂ ମେଶିନ ସାହାଯ୍ୟରେ ଡେଲି ମଦ ଆଣାଯାଇ ବେପାର ହେଉଥିଲା। କୌଣସି ସୂତ୍ରରୁ ଖବରପାଇ ଶୁକ୍ରବାର ସକାଳେ ଖୋର୍ଦ୍ଧା ଅବକାରୀ ବିଭାଗ ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉ କରିଥିଲା । ଏହି କାରବାରେ ସମ୍ପୃକ୍ତ ମହିଳା କିଙ୍ଗ୍‌ପିନ୍‌ କୁହାଯାଉଥିବା ମିନତି ପାଇକରାୟଙ୍କୁ ପୋଲିସ ଗିରଫ କରିଛଇ। ତାଙ୍କ ସ୍ବାମୀ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ନଗଦ ୧୭ ଲକ୍ଷ ଟଙ୍କା, ୧୫୦ ଲିଟର ମଦ, କାର, ଜେନରେଟର, ପେକିଂ ମେଶିନ ଆଦି ଜବତ କରାଯାଇଥିବା ଅବକାରୀ ଇନ୍ସପେକ୍ଟର ରଞ୍ଜନ କୁମାର ନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶାବକ ମୃତ୍ୟୁର ପ୍ରତିଶୋଧ ନେଲା ମା’ ଭାଲୁ

  ରେଢାଖୋଲ,୧୬।୬(ଡି.ଏନ୍‌.ଏ.)-ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ବାହାଳ ରେଞ୍ଜ ଅନ୍ତର୍ଗତ ବଣିଆବନ୍ଧ ଗାଁରେ ୨ଦିନରେ ଭାଲୁ ଆକ୍ରମଣରେ ୩ ଜଣଙ୍କ ଜୀବନ ଗଲାଣି। ଅନ୍ୟ ଜଣେ...

ଗାଁରୁ ସହର ଗୁଞ୍ଜରିତ ହେଲା ବନ୍ଦେ ଉତ୍କଳ ଜନନୀ

ସୋନପୁର,୩୦।୫(ନି.ପ୍ର.)-କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ଦେଶ ବିଦେଶରେ ଥିବା ସବୁ ଓଡିଆଙ୍କୁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ...

ଆରମ୍ଭ ହେଲା ପିତୃପକ୍ଷ

ପୁରୀ ଅଫିସ,୨ା୯: ବୁଧବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିିନରେ ପିତୃ...

କ୍ରୋମାଇଟ୍‌ ପରିବହନକୁ ବନ୍ଦ କଲେ ଗ୍ରାମବାସୀ

କାଳିଆପାଣି,୬ା୪(ଡି.ଏନ୍‌.ଏ.) : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରୁ କ୍ରୋମାଇଟ ପରିବହନକୁ ସ୍ଥାନୀୟ ଗ୍ରାମବାସୀ ସୋମବାର ସକାଳେ ବନ୍ଦ କରିଥିବା ଜଣାପଡ଼ିଛି।...

ରେଳପଥରେ ସୁନା ସ୍ମଗ୍‌ଲିଂ : ୧୨.୯ କେଜି ସୁନା ଜବତ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ) : ଓଡ଼ିଶା ଦେଇ ଚାଲିଛି ସୁନା ସ୍ମଗ୍‌ଲିଂ। ବିମାନ ବନ୍ଦରରେ କଷ୍ଟମ ବିଭାଗର କଡ଼ା ଯାଞ୍ଚ ପରେ ଏବେ ସୁନା ମାଫିଆମାନେ ରେଳପଥକୁ ସୁରକ୍ଷିତ...

୨୪ ହଜାର ଗଞ୍ଜେଇ ଗଛ ନଷ୍ଟ କରାଗଲା

ଆର.ଉଦୟଗିରି, ୧୫ା୧(ଡି.ଏନ.ଏ.)- ଆର.ଉଦୟଗିରି ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରି ପୁଣି ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗଜପତି...

ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ: ୫୦ ଫୁଟ ତଳକୁ ଛିଟିକି ପଡ଼ିଲେ ୪ ଜଣ

ବରଗଡ଼ ଅଫିସ,୧୦ା୯: ବରଗଡ଼ ଜିଲା ଅତାବିରା ପଟୁ ସମ୍ବଲପୁର ଆଡ଼କୁ ଯାଉଥିବା ଏକ ପରିବା ବୋଝେଇ ପିକ୍‌ଅପ୍‌ (ନଂ- ଓଆର ୦୩ ଏ ୦୪୩୪) ଗୁରୁବାର...

ଜୋର୍‌ ଧରୁଛି ‘ଜଷ୍ଟିସ୍‌ ଫର୍‌ ଏପ୍ରିଲ୍‌’ କ୍ୟାମ୍ପେନ୍‌

ଭୁବନେଶ୍ୱର,୭ା୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ବିଭିନ୍ନ ସ୍ଥାନରେ ହତ୍ୟା ଓ ଆକ୍ରମଣ ଶିକାର ହେଉଛନ୍ତି ବୁଲା ଜୀବଜନ୍ତୁ। ଗତ ଏପ୍ରିଲ୍‌ ମାସରେ ଭୁବନେଶ୍ୱରରେ ଏପ୍ରିଲ ନାମକ ଏକ କୁକୁର...

Coronavirus Update


Archives

Model This Week

Why Dharitri