ମଦ କାରଖାନା ଉପରେ ଚଢ଼ାଉ: ମହିଳା କିଙ୍ଗପିନ୍‌ ଗିରଫ; ୧୭ଲକ୍ଷ ଟଙ୍କା, ୧୫୦ ଲିଟର ମଦ ଜବତ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାସଲ ଗ୍ରାମରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ କାରଖାନା ଚାଲିଆସୁଥିଲା। ଜେନେରେଟର, ପେକିଂ ମେଶିନ ସାହାଯ୍ୟରେ ଡେଲି ମଦ ଆଣାଯାଇ ବେପାର ହେଉଥିଲା। କୌଣସି ସୂତ୍ରରୁ ଖବରପାଇ ଶୁକ୍ରବାର ସକାଳେ ଖୋର୍ଦ୍ଧା ଅବକାରୀ ବିଭାଗ ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉ କରିଥିଲା । ଏହି କାରବାରେ ସମ୍ପୃକ୍ତ ମହିଳା କିଙ୍ଗ୍‌ପିନ୍‌ କୁହାଯାଉଥିବା ମିନତି ପାଇକରାୟଙ୍କୁ ପୋଲିସ ଗିରଫ କରିଛଇ। ତାଙ୍କ ସ୍ବାମୀ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ନଗଦ ୧୭ ଲକ୍ଷ ଟଙ୍କା, ୧୫୦ ଲିଟର ମଦ, କାର, ଜେନରେଟର, ପେକିଂ ମେଶିନ ଆଦି ଜବତ କରାଯାଇଥିବା ଅବକାରୀ ଇନ୍ସପେକ୍ଟର ରଞ୍ଜନ କୁମାର ନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୋଲଗଁାରେ ଖୋଲିବ ଏକଲବ୍ୟ ସ୍କୁଲ

ପରଜଙ୍ଗ, ୨୩।୪: (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକ ଅନ୍ତର୍ଗତ ସୋଲଗଁାରେ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ଖୋଲିବ। କେନ୍ଦ୍ର ଆଦିବାସୀ ବ୍ୟାପାର...

ଝାରସୁଗୁଡ଼ାରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୮

ଝାରସୁଗୁଡ଼ା ଅଫିସ,୧୫।୬: ଝାରସୁଗୁଡାରେ ସୋମବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି।...

ଟ୍ରକ୍‌ ଚଢ଼ାଇ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପୁଅ

ଚଣ୍ଡିଖୋଲ,୫ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ପଞ୍ଚାୟତ ଅଫିସର ପିଅନ ବସନ୍ତ କୁମାର ସାହୁ(୫୮)ଙ୍କୁ ଗୁରୁବାର ଟ୍ରକ୍‌ ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ...

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର...

ଠିକା ସଂସ୍ଥାକୁ ବର୍ଷେ, କର୍ମଚାରୀଙ୍କୁ ତଦୂର୍ଦ୍ଧ୍ୱ

ପାରାଦୀପ, ୨୮ା୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲାରେ ଥିବା ଯୁବତୀଯୁବକମାନେ ଚାକିରି ପାଇଁ ଜିଲା ବାହାରକୁ ଯାଇ ଆବେଦନ କରୁଛନ୍ତି। ହେଲେ ଜିଲାରେ ଥିବା ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ...

ଫନୀ କ୍ଷତିଗ୍ରସ୍ତଙ୍କ ପାଇଁ ୯ଦଫା ଦାବି: ସିପିଆଇଏମ୍‌ ପକ୍ଷରୁ ଧାରଣା

ନିରାକାରପୁର,୧୮ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଫନୀ କ୍ଷତିଗ୍ରସ୍ତଙ୍କ ୯ ଦଫା ଦାବି ପୂରଣ ନେଇ ଶୁକ୍ରବାର ସିପିଆଇଏମ୍‌ ତରଫରୁ ଧାରଣା ଦିଆଯାଇଥିଲା।...

ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ...

ରାଜ୍ୟରେ ସୁସ୍ଥ ହେଲେ ୨୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଗୁରୁବାର ୨୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୮୩୨ରେ ପହଞ୍ଚିଛି।...

Advertisement
Archives

Model This Week