ମଦ ଜବତ, ୨ କୋର୍ଟ ଚାଲାଣ

ବାଲିଗୁଡ଼ା,୨୨।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୦ ଲିଟର ମଦ ଜବତ ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ସୂଚନାନୁଯାୟୀ, ବାଲିଗୁଡ଼ା ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରାଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠିତ ହୋଇ ବାରଖମାର ପଞ୍ଚାୟତର ସୁକାନ୍ତ ପ୍ରଧାନୀଙ୍କଠାରୁ ୨୦ ଲିଟର, ବାଲିଗୁଡ଼ା କାମ୍ପପଡ଼ା ସାହିର ତ୍ରିଲୋଚନ ଦିଗାଳଙ୍କଠାରୁ ୧୦ଲିଟର ମହୁଲି ମଦ ଜବତ କରାଯାଇଛି। କେସ୍‌ ନମ୍ବର ୩୨ ଓ ୩୩/ ୨୦ରେ ଏକ ମାମଲା ରୁଜୁ କରି ପୋଲିସ ୨ ଜଣଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri