ମଦ, ଜୁଆ ଆଡ୍ଡା ଉପରେ ଚଢ଼ାଉ: ୭୦ ହଜାର ଜବତ

ଛତ୍ରପୁର,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ପକ୍ଷରୁ ପୋଲିସର ଧରପଗଡ଼ ଜାରି ରହିଛି।  ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଦି ନ ଥିବା ଅମାନିଆଙ୍କଠାରୁ ୩୭ ହଜାର ୭୦୦ ଟଙ୍କା ଜରିମାନା ଆଦାୟ ହୋଇଛି । ନାଇଟ୍‌ କଫୁର୍‌ୟ ଉଲ୍ଲଂଘନ ନେଇ ୧୫୦୦ ଟଙ୍କା ଜରିମାନା କରାଯାଇଛି । ଏଥିସହ ୩ଟି ଜୁଆ ଆଡ୍ଡା ଉପରେ ଚଢାଉ କରାଯାଇ ୭୦ ହଜାର ୧୫୦ ଟଙ୍କା ଏବଂ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୨୨୭୩.୮୦୦ ଲିଟର ମଦ ଜବତ ହୋଇଛି। ଏ ନେଇ ବୁଧବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ୍‌କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଟଙ୍କିଆ କଏନ୍‌ ଚଳୁ ନ ଥିବା ଗୁଜବ

ଭବାନୀପାଟଣା, ୩୦ା୬(ଡି.ଏନ୍‌.ଏ.) : ଭବାନୀପାଟଣାରେ ଦଶ ଟଙ୍କିଆ କଏନ୍‌ ଚଳୁ ନାହିଁ ବୋଲି ମିଥ୍ୟା ପ୍ରଚାର କରାଯାଉଛି। ଏପରି ଗୁଜବ ଯୋଗୁ କୌଣସି ଦୋକାନୀ ଆଉ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ୍ସରେ ବିଶ୍ୱଜିତ

ପୁରୀ ଅଫିସ,୧୧।୮: ବୟସ ମାତ୍ର ୧୯। ହେଲେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିପାରିଛନ୍ତି ପୁରୀ କୁମୁଟିପାଟଣାର ବିଶ୍ୱଜିତ ନାୟକ। ଆଇସ୍‌କ୍ରିମ୍‌...

ମୃତଦେହ ରଖିବାକୁ ମର୍ଚୁରି ନାହିଁ

କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା...

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ...

ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଶୁକାନ୍ତ ବେହେରା ଗୁରୁତର: ୨ ଅଫୁଟା ଗୁଳି, ମାଉଜର ଜବତ

ଗଞ୍ଜାମ,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଜୟଶ୍ରୀଛକଠାରେ ଶନିବାର ଭୋରରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ବ୍ରହ୍ମପୁର ଅଞ୍ଚଳ ଗୋଷାଣୀ ନୂଆଗାଁର ଦୁର୍ଦ୍ଦାନ୍ତ ଅପରାଧୀ ଶୁକାନ୍ତ ବେହେରା ଓରଫ କୋକୋ...

୧୩୫ ଛାତ୍ରୀଛାତ୍ରଙ୍କୁ ଜଣେ ଶିକ୍ଷକ

ଧାମନଗର, ୧୩।୭ (ଡି.ଏନ.ଏ) – ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତର ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗିରହିଛି। ଏହି ବିଦ୍ୟାଳୟ...

ନୂଆ ମୋଟର ଯାନ ଆଇନ ଭୟ: ଯାତ୍ରୀବାହୀ ବସ୍‌ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ଗଣିଆ,୭ା୯(ଡି.ଏନ.ଏ.): ଗତ ସେପ୍ଟେମ୍ବର ୧ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗାଡିମୋଟର ଚେକିଂ, ବ୍ଲକିଂ ଓ ଧରପଗଡକୁ...

ଚିତ୍ରକୋଣ୍ଡା ଡାକ୍ତରଖାନା: ଏଣିକି ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ପାଇବେ ରୋଗୀ

ଚିତ୍ରକୋଣ୍ଡା,୨ା୧(ଡି.ଏନ.ଏ.)- ଚିତ୍ରକୋଣ୍ଡାସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନାରେ ବୁଧବାର ପ୍ରଥମ କରି ରୋଗୀମାନଙ୍କୁ ଭିନ୍ନ ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ବ୍ୟବହାର ପାଇଁ ପ୍ରଦାନ କରାଯାଇଛି। ପୂର୍ବରୁ...

Advertisement
Archives

Model This Week