ମଦ ଡେଲିଭରି ଦେବେ ଆମାଜନ, ବିଗ୍‌ ବାସ୍କେଟ

କଲିକତା,୨୦।୬: ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ ଏବଂ ବିଗ୍‌ବାସ୍କେଟ ଭାରତରେ ମଦ ଡେଲିଭରି କରିବା ଲାଗି ମଞ୍ଜୁରୀ ଲାଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ପଶ୍ଚିମବଙ୍ଗରେ ଏହି ସେବା ଉପଲବ୍ଧ ହେବ ବୋଲି ସୂଚନା ରହିଛି। ଏହି ସେଗ୍‌ମେଣ୍ଟରେ ପ୍ରଥମ ଥର ଲାଗି ପ୍ରବେଶ କରୁଥିବା ବିଗ୍‌ ବାସ୍କେଟ ପକ୍ଷରୁ କୁହାଯାଇଛି। ଏହା ଆମାଜନ ଲାଗି ମଧ୍ୟ ନୂଆ କ୍ଷେତ୍ର। ପଶ୍ଚିମବଙ୍ଗର ଷ୍ଟେଟ ବେଭେରେଜ କର୍ପୋରେଶନ ଲିମିଟେଡ୍‌ ୨ଟି କମ୍ପାନୀ ସହ ଏହି କାର୍ଯ୍ୟ ଲାଗି ଚୁକ୍ତିରେ ସାମିଲ ହୋଇଥିବା ଜଣାପଡିଛି। ଏଥି ଲାଗି କମ୍ପାନୀ ଚୁକ୍ତି ଆହ୍ବାନ କରିଥିବା ବେଳେ ଆମାଜନ ଏବଂ ବିଗ୍‌ ବାସ୍କେଟକୁ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୀମାରେ ସାମିଲ ହେବ ମାନସିକ, ଜେନେଟିକ ରୋଗ

ନୂଆଦିଲ୍ଲୀ,୧୯-୫: ଭାରତୀୟ ବୀମା ବିନିୟାମକ ଏବଂ ବିକାଶ ପ୍ରାଧିକରଣ(ଆଇଆର୍‌ଡିଏ) ବୀମା କମ୍ପାନୀଗୁଡ଼ିକୁ ମାନସିକ ଅସୁବିଧା, ଜେନେଟିକ ରୋଗ, ନ୍ୟୁରୋ ସମ୍ପର୍କିତ ବିକାର ତଥା ମନୋବୈଜ୍ଞାନିକ ବିକାର...

ଜେଏସ୍‌ପିକୁ ଗୋଲ୍‌ଡେନ୍‌ ପିକକ୍‌ ସିଏସ୍‌ଆର୍‌ ଆଓ୍ବାର୍ଡ

ମୁମ୍ବାଇ,୧୪।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ନିକଟରେ ଗୋଲ୍‌ଡେନ୍‌ ପିକକ୍‌ ସିଏସ୍‌ଆର୍‌ ଆଓ୍ବାର୍ଡ ସମ୍ମାନରେ...

ଜିଓର ଚତୁର୍ଥ ତ୍ରୈମାସ ନିଟ୍‌ ଲାଭରେ ବୃଦ୍ଧି

ନୂଆଦିଲ୍ଲୀ,୧-୫: ୨୦୧୯-୨୦ ଆର୍ଥିକ ବର୍ଷ ଚତୁର୍ଥ ତ୍ରୈମାସରେ ରିଲାଏନ୍ସ ଜିଓର ଲାଭ ୧୭୭.୫% ବୃଦ୍ଧି ଘଟି ୨୩୩୧ କୋଟି ଟଙ୍କା ରହିଛି। ଏହି ତିନି ମାସରେ...

‘ମହିଳାଙ୍କୁ ନୂଆ ପରିଚୟ ଦେଇଛି ମିଶନ ଶକ୍ତି’

ଭୁବନେଶ୍ୱର,୧୫।୧: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ସହଯୋଗୀ ପ୍ରତିଷ୍ଠାନ ଓର୍‌ମାସ ପକ୍ଷରୁ ଜାତୀୟସ୍ତରୀୟ ପ୍ରଦର୍ଶନୀ ‘ଶିଶିର ସରସ-୨୦୨୩’ର...

୨୦୧୭ ତୁଳନାରେ କମ୍‌ ହୋଇଛି ୫୯୭ ଏଟିଏମ୍‌

ମୁମ୍ବାଇ,୯-୬: ଦେଶରେ ଏଟିଏମ୍‌ ସଂଖ୍ୟା ୨୦୧୭ ତୁଳନାରେ ୨୦୧୯ରେ କମିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ରିପୋର୍ଟରେ ପ୍ରକାଶ କରାଯାଇଛି। ୨୦୧୯ରେ ଏହି ସଂଖ୍ୟା ୫୯୭...

ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ...

ଭାରତ ପାଲଟିବ ବିଶ୍ୱସ୍ତରୀୟ ଗେମିଂ ହବ…

ନୂଆଦିଲ୍ଲୀ,୨୯।୧୨ : ଭାରତକୁ ଏକ ବିଶ୍ୱ ଗେମିଂ ହବ କରିବା ପାଇଁ ସହଜ ବ୍ୟବସ୍ଥା ଉପରେ ଯୋଜନା ଜାରି ରହିଛି। ଖେଳ କାର୍ଯ୍ୟକଳାପରୁ ହୋଇଥିବା ଆୟରୁ...

ଭାରତ-କାନାଡା ନିବେଶ ସୁଯୋଗ ନେଇ ଆଲୋଚନା

ନୂଆଦିଲ୍ଲୀ,୧୭।୫ – କୋଭିଡ୍‌-୧୯ ବର୍ତ୍ତମାନ ସାରା ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଭାରତ ଏବଂ କାନାଡା ମଧ୍ୟରେ ନିବେଶ ସୁଯୋଗ ନେଇ ଏକ ଓ୍ବେବିନାର...

Advertisement
Archives

Model This Week