ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ରାଜନଗର, ୨୬।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତ୍ରିନାଥ ବଜାରସ୍ଥିତ ଏକ ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନ ବନ୍ଦ ଦାବିରେ ବୁଧବାର ଶତାଧିକ ମହିଳା ରାସ୍ତାରୋକୋ କରିଛନ୍ତି। ଫଳରେ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ଶାନ୍ତିଲତା ବେହେରାଙ୍କ ନେତୃତ୍ୱରେ ମହିଳା ସୁରକ୍ଷା ମଞ୍ଚ ପକ୍ଷରୁ ଏହି ଆନ୍ଦୋଳନ ହୋଇଛି। ପୂର୍ବାହ୍ନ ୧୧ଟାରେ ରାଜନଗର, ଗୋପାଳପୁର, ଗର୍ଜନପୁର ପ୍ରଭୃତି ଆଖପାଖ ଗାଁର ମହିଳା ରାସ୍ତାରୋକୋ କରି ମଦ ଦୋକାନ ବନ୍ଦ କରିବା ପାଇଁ ଅଡ଼ିବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଯୋଗୁ ଚାଷକାମ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ୨୯ା୬(ସ୍ବ.ପ୍ର.): ଚଳିତ ଖରିଫ ଚାଷ ସମୟ ହୋଇଯାଇଛି। ହେଲେ ପାଣି ବିନା ଚାଷକାମ ବିଳମ୍ବ ହୋଇଛି। ଅକ୍ଷୟତୃତୀୟାଠାରୁ ଖରିଫ ଧାନଚାଷ ଆରମ୍ଭ ହୋଇଥାଏ। ଚଳିତବର୍ଷ ମଧ୍ୟ...

ବିକାଶଠାରୁ ବହୁ ଦୂରରେ ଝରକାଢ଼ି ସାନ୍ତାଳିପଡ଼ା

ମହାକାଳପଡ଼ା,୧୧।୧୨ (ଡି.ଏନ.ଏ.): ମୌଳିକ ସେବାରୁ ବଞ୍ଚିତ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଖରିନାସୀ ପଞ୍ଚାୟତର ଏକ ନମ୍ବର ୱାର୍ଡର ଝରକାଢ଼ି ସାନ୍ତାଳିପଡ଼ା।...

ଭୋକରେ ଜଳୁଛି ପେଟ, ପାଠକୁ ପଚାରେ କିଏ

ମହାକାଳପଡ଼ା,୨୪ା୬ (ଡି.ଏନ୍‌.ଏ.): ସମାଜର ମୁଖ୍ୟ ସ୍ରୋତରେ ଜନଜାତି ସମ୍ପ୍ରଦାୟ ଲୋକମାନଙ୍କୁ ସାମିଲ କରିବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଉପାନ୍ତ ଗ୍ରାମାଞ୍ଚଳରେ ତ୍ରୁଣମୂଳ ସ୍ତରରେ...

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର...

ଭିତରକନିକା ଦେଇ କୋଇଲା ଚାଲାଣ

କେନ୍ଦ୍ରାପଡ଼ା ଅଫିସ, ୧୮ା୧୦: ବନ୍ୟ ଜନ୍ତୁ ଓ ଜୈବ ବିବିଧତାର ସୁରକ୍ଷା ପାଇଁ ଜାତୀୟ ଉଦ୍ୟାନ ଭିତରକନିକାକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ତେବେ ଏହି ଘୋଷଣା...

ଖରିଫ ଚାଷ ପାଇଁ ସାର ନାହିଁ

କେନ୍ଦ୍ରାପଡ଼ା ଅଫିସ, ୯ା୭:କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବାବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି।...

ଅଣ୍ଢରା ଡକାୟତି ଘଟଣାରେ ୯ ଗିରଫ

ପଟ୍ଟାମୁଣ୍ଡାଇ,୨୧ା୫(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଧୋୟାଞ୍ଚଳ ଅଣ୍ଢରା ଗାଁରେ ଏପ୍ରିଲ ୩୦ତାରିଖ ସନ୍ଧ୍ୟା ସାଢେ ୭ଟାରେ ଡକାୟତି ମାମଲାରେ ସମ୍ପୃକ୍ତ ୬ ଅଭିଯୁକ୍ତ କରାଯାଇଛି। ଏଥିସହ...

ଡିଭାଇଡରକୁ ବେଆଇନ ଭାବେ ଭାଙ୍ଗି ଚଳପ୍ରଚଳ

ଡେରାବିଶ,୫।୭(ସ୍ବ.ପ୍ର.): ଚଣ୍ଡିଖୋଲଠାରୁ ପାରାଦୀପ ଯାଏ ଯାଇଥିବା ୫୩ ନଂ. (କ) ଜାତୀୟ ରାଜପଥର ଡେରାବିଶ ବ୍ଲକ ପଞ୍ଚୁପାଣ୍ଡବଠାରୁ ଅଁଳାବାଙ୍କ ମଧ୍ୟରେ ରାଜପଥରେ ଥିବା ଡିଭାଇଡରକୁ ବ୍ୟବସାୟ...

Advertisement
Archives

Model This Week