ମଦ ଦୋକାନ ଆଗରେ ଗଣ୍ଡଗୋଳ: ଆକ୍ରମଣରେ ୨ ପୋଲିସ ଅଧିକାରୀ ସମେତ ୭ ଗୁରୁତର

ବାହାନଗା, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁରଠାରେ ଥିବା ଏକ ସରକାରୀ ମଦ ଦୋକାନ ଆଗରେ ମଙ୍ଗଳବାର ଅପରାହ୍ନରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗଣ୍ଡଗୋଳରେ ଗୋପାଳପୁର ଫାଣ୍ଡି ପୋଲିସ ପହଞ୍ଚି ଦୁଇଗୋଷ୍ଠୀଙ୍କୁ ବୁଝାଶୁଝା କରୁଥିବା ବେଳେ ଗୋଟିଏ ଗୋଷ୍ଠୀର ୨୦ରୁ ୨୫ଜଣ ଯୁବକ ମାରଣାସ୍ତ୍ର ଓ ଠେଙ୍ଗାରେ ପାଲଟା ଆକ୍ରମଣ କରିଥିଲେ। ଏଥିରେ ଗୋପାଳପୁର ଫାଣ୍ଡି ଏସ୍‌ଆଇ ବଂଶୀଧର ପ୍ରଧାନ, ଏଏସ୍‌ଆଇ କ୍ରିଷ୍ଣା ପିଙ୍ଗୁଆ ଓ ୫ଜଣ କନଷ୍ଟେବଳ ଗୁରୁତର ହୋଇ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ଖନ୍ତାପଡା ଥାନା ଅଧିକାରୀ ସଞ୍ଜୟ କୁମାର ପରିଡା, ଏସ୍‌ଡିପିଓ ପ୍ରଭାସ ପାଲ, ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି, ଶେରଗଡ ଫାଣ୍ଡି ଅଧିକାରୀ ପ୍ରକାଶ ଗୋସ୍ବାମୀ ପ୍ରମୁଖ ଉପସ୍ଥିତ ହୋଇ ତଦନ୍ତ କରୁଛନ୍ତି। ଘଟଣାରେ ପୋଲିସ ୩ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସ ହାତରେ ହତ୍ୟାକାଣ୍ଡର ଭିଡିଓ

ଭଦ୍ରକ ଅଫିସ,୨ା୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ କଟିଆ ମୁର୍ମୁ।...

ଯାତ୍ରୀଙ୍କ ଅଭିଯୋଗ: ବସ୍‌ରୁ ତଳକୁ ଠେଲିଦେଲେ ‘ମୋ ବସ୍‌’ କର୍ମଚାରୀ

ଭୁବନେଶ୍ବର, ୩୧।୩(ବ୍ୟୁରୋ): ହଂସପାଳ ନିକଟରେ ଚଳନ୍ତା ବସରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଲେ ‘ମୋ ବସ’ କର୍ମଚାରୀ। ବସ୍‌ କର୍ମଚାରୀଙ୍କ ବିରୋଧରେ ଏଭଳି ସଙ୍ଗୀନ...

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ...

ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି

ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ...

ଧର୍ମଶାଳା ତହସିଲ ୩ ବାଲିଘାଟରେ ୧୪୪ ଧାରା ଜାରି

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ନଦୀର ଜେନାପୁର, ବୃନ୍ଦାଦେଈପୁର ଓ ମର୍ଜିତାପୁର ବାଲି ଘାଟରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି...

ଛତିଶଗଡରୁ ସାଇକେଲରେ ଫେରୁଛନ୍ତି ୪ ଓଡିଆ ଶ୍ରମିକ

ସୋନପୁର,୧୯।୪(ନି.ପ୍ର.): କରୋନା ଭୂତାଣୁ ସଂକମ୍ରଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ରେ ରହିଛି ସାରା ଦେଶ। ଏହାର ପ୍ରଭାବ ସବୁ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଗରିବ, ଦିନ ମଜୁରିଆ...

ନଡ଼ିଆ ଗଛରୁ ୧୦ ଫୁଟ ଲମ୍ବର ଅହିରାଜ ଉଦ୍ଧାର

ରଣପୁର, (ସ୍ବପ୍ର)୨।୧୦: ନୟାଗଡ଼ ଜିଲା ରଣପୁର ବ୍ଲକ ବିରୁଡ଼ା ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ଘର ଆଗରେ ଥିବା ନଡ଼ିଆ ଗଛରୁ ବୁଧବାର ସକାଳେ ଦଶଫୁଟ ଲମ୍ବର...

୫୦୦ ଡେଇଁଲା କରୋନା

ଢେଙ୍କାନାଳ ଅଫିସ, ୯।୮ : ଢେଙ୍କାନାଳ ଜିଲାରେ କାୟାବିସ୍ତାର କରିବାରେ ଲାଗିଛି କରୋନା। ଶନିବାର ଦିନକରେ ୩୬ ପଜିଟିଭ୍‌ ଚିହ୍ନଟ ହେବାପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୯ରେ...

Advertisement
Archives

Model This Week