ମଦ ଦୋକାନ ଉଚ୍ଛେଦ ଦାବିରେ ଆନ୍ଦୋଳନ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ମହିଳାମାନେ ବୁଧବାରଠାରୁ ଆନ୍ଦୋଳନ ଚଳାଇଛନ୍ତି। ମଦ ଦୋକାନ ଉଚ୍ଛେଦ ନ ହେବା ଯାଏ ଏହି ଅନଶନ ଜାରି ରହିବ ବୋଲି ମହିଳାମାନେ କହିଛନ୍ତି। ବର୍ଷାକୁ ଖାତିର ନ କରି ମହିଳାମାନେ ରାସ୍ତା ଉପରେ ଠିଆ ହୋଇ ରହିଛନ୍ତି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଚୁ ପାଇଁ ଅନନ୍ତପୁର-ନେନ୍ଧେରା ଢଳେଇ ରାସ୍ତା ବିପର୍ଯ୍ୟସ୍ତ: ସାଧାରଣରେ ତୀବ୍ର ଅସନ୍ତୋଷ

ବାଲିକୁଦା,୧୫ା୩(ସ୍ବ.ପ୍ର.): ବାଲିକୁଦା ବ୍ଲକ୍‌ର ସମୁଦ୍ର ଉପକୂଳକୁ ଯାତାୟାତ ପାଇଁ ଥିବା ଏକମାତ୍ର ରାସ୍ତା ଅନନ୍ତପୁର-ନେନ୍ଧେରା ଏବେ ବିପର୍ଯ୍ୟସ୍ତ। ଉକ୍ତ ରାସ୍ତାର କିଛି ଭାଗ ଟେଣ୍ଡର କରାଯାଇ...

ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା

ଛେଣ୍ଡିପଦା,୧୦।୯ (ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ...

ବୋଲେରୋକୁ ଧକ୍କାଦେଲା ଡମ୍ପର: ଡ୍ରାଇଭରକୁ ଅଟକ ରଖିଲେ ଗ୍ରାମବାସୀ

ଯୋଡ଼ା,୧୩।୧୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବାମେବାରୀ ଥାନା ଜୁରୁଡ଼ି – ବାମେବାରୀ ୨ ନଂ. ରାଜ୍ୟ ରାଜପଥ ଜୁରୁଡି କ୍ରେଚ ହଟିଂଠାରେ ଶୁକ୍ରବାର ଅପରାହ୍ନରେ ଏକ...

୧.୧୩ ଲକ୍ଷ ଜାଲ୍‌ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍‌ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ...

ସ୍କୁଲ ଅଟୋକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ଛାତ୍ର ମୃତ

ଚନ୍ଦ୍ରଗିରି,୧୪।୧୨(ଡି.ଏନ୍‌.ଏ.): ଗଜପତି ଜିଲା ଆର୍‌. ଉଦୟଗିରି ଥାନା ରଣାଲଇ ନିକଟସ୍ଥ ରାମଚନ୍ଦ୍ରପୁର ବୁଲାଣୀ ରାସ୍ତାରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ରଣାଲଇ ଗ୍ରାମରୁ ଗୋଟିଏ...

ବଳିଆରସିଂହପୁରରେ ହାତୀ ଉପଦ୍ରବ, ୫ ଏକର ଜମିର ଫସଲ ନଷ୍ଟ

ଶେରଗଡ,୩ା୨(ଡି.ଏନ.ଏ.)-ଶେରଗଡ଼ ବ୍ଲକ ବଳିଆରସିଂହପୁର ଗ୍ରାମରେ ସୋମବାର ଭୋର୍‌ରେ ହାତୀପଲ ପଶି ପ୍ରାୟ ୫ ଏକର ଜମିର ପରିବା ଫସଲ ନଷ୍ଟ କରିଦେଇଛନ୍ତି। ଅଲାରିଗଡ଼ ଲଣ୍ଡା ପାହାଡରେ...

ବିରୋଧୀ ଦଳ ନେତାଙ୍କୁ ଉପେକ୍ଷା କରୁଛି ବିଏମ୍‌ସି

ବ୍ରହ୍ମପୁର ଅଫିସ,୩ା୯-ବ୍ରହ୍ମପୁର ମହାନଗର ନିଗମ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ରାଜନୀତି କରାଯାଇଛି। ନିଗମ କାର୍ଯ୍ୟାଳୟ ଏବଂ ଟାଉନ ହଲରେ ଆୟୋଜିତ ସମାରୋହରେ କେବଳ ଶାସକ...

ଜମି ପଟ୍ଟା ଯୋଗାଇଦେବାକୁ ଜିଲାପାଳଙ୍କୁ ନିବେଦନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଯାଜପୁର ବ୍ଲକର ସିମିଳିଆ ପଞ୍ଚାୟତର ଶହ ଶହ ଲୋକମାନେ ଜମିପଟ୍ଟା ପାଇବାରୁ ବଞ୍ଚତ୍ତ ଅଛନ୍ତି। ଏନେଇ ଗତ ମାର୍ଚ୍ଚ ୬ ତାରିଖରେ ଏହି...

Advertisement
Archives

Model This Week