ମଦ ଦୋକାନ ଭାଙ୍ଗି ୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ମଦ ଲୁଟ୍‌

ତିହିଡି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ବଜାରରେ ଥିବା ଏକ ବିଦେଶୀ ମଦ ଦୋକାନ ଭାଙ୍ଗି ରବିବାର ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୋକାନ ଦାୟିତ୍ୱରେ ଥିବା କାନପୁର ଗ୍ରାମର ଦୁର୍ଯ୍ୟୋଧନ ବେହେରା ସୋମବାର ଏ ସମ୍ପର୍କରେ ତହିଡି ଥାନାରେ ଜଣାଇବା ପରେ ପୋଲିସ ଘଟଣାର ତବନ୍ତ ଚଳାଇଛି। ଲୁଟେରାମାନେ ଦୋକାନ ପଛପାର୍ଶ୍ୱ କାନ୍ଥ ଭାଙ୍ଗି ଭିତରକୁ ପଶିବା ସହ ସିସି କ୍ୟାମେରାକୁ ଭାଙ୍ଗି ଦେଇଛନ୍ତି। ଦୋକାନରୁ କମ୍ପ୍ୟୁଟର ସହିତ ୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ବିଦେଶୀ ମଦ, ଅନ୍ୟାନ୍ୟ ସାମଗ୍ରୀ ଲୁଟ୍‌ ହୋଇଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଟାବାଘ ଆକ୍ରମଣରେ ହରିଣ ମୃତ

ବଡ଼ସାହି,୯ା୩(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ବଡ଼ସାହି ଥାନା ଅଧୀନ ଦୀନବନ୍ଧୁପୁର ଗ୍ରାମବାସୀ ଏକ ହରିଣର ମୃତଦେହକୁ ଉଦ୍ଧାର କରିଛନ୍ତି ା ମୃତ ହରିଣର ଶରୀରର...

ଜାଳେଣିରୁ ଜଙ୍ଗଲ ମୋହ

କାମାକ୍ଷାନଗର, ୨୪।୧ (ସୁଧୀର କୁମାର ପରିଡ଼ା) ସୂର୍ଯ୍ୟ ଉଇଁଲେ ଆରମ୍ଭ ହୁଏ ଅଭିଯାନ। କାନ୍ଧରେ କୁରାଢ଼ି, ହାତରେ ଠେଙ୍ଗା ଧରି ଦଳେ ପଶନ୍ତି ଜଙ୍ଗଲ ଭିତରକୁ।...

ପୁରୀରୁ ନକଲି ମାଟ୍ରିକ୍‌ ପରୀକ୍ଷାର୍ଥୀ ଗିରଫ

ପୁରୀ ଅଫିସ,୨୨।୨: ପୁରୀ ଜିଲା ସଦର ଥାନା ବାସୁଦେବପୁରର କନକ ଦୁର୍ଗା ହାଇସ୍କୁଲରେ ମାଟ୍ରିକ୍‌ ପରୀକ୍ଷା ଚାଲିଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀଙ୍କୁ ଶନିବାର ସଦର...

ସ୍ବଚ୍ଛଭାରତ ମିଶନ: ୧୯,୧୬୧ ପାଇଖାନା ଅସମ୍ପୂର୍ଣ୍ଣ

ବାସୁଦେବପୁର, ୨୯।୮ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଲକ୍ଷ୍ୟ ଧାର୍ଯ୍ୟ ଥିବା ୩୯,୫୫୫ଟି...

ଡମ୍ପର ଚକାତଳେ ମହିଳାଙ୍କ ଜୀବନ ଗଲା: ପ୍ରତିବାଦରେ ରାସ୍ତା ଅବରୋଧ

ଛତିଆ,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ଚମ୍ପାପୁର ରାସ୍ତାରେ ମଙ୍ଗଳବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ କଟକ ଜିଲା...

ବାତ୍ୟା ମୁକାବିଲା ଲାଗି ପ୍ରସ୍ତୁତି: ପହଞ୍ଚିଲେ ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ, ୯।୧୧- ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ଲାଗି ଭଦ୍ରକ ଜିଲା ପ୍ରଶାସନ ସଜାଗ ଥିଲେ ମଧ୍ୟ ସମୂଦ୍ର କୂଳିଆ ଲୋକେ ନାନା ଆଶା...

ପାରାଦୀପ ବନ୍ଦର ଚିକିତ୍ସାଳୟରେ ଆନ୍ଦୋଳନ ପରେ ମିଳିଲା ନିଶୁଳ୍କ ଚିକିତ୍ସା: ତଥାପି କିଣିବାକୁ ପଡୁଛି ଔଷଧ

ପାରାଦୀପ,୧୧ା୮(ସ୍ବ.ପ୍ର.): ପାରାଦୀପ ବନ୍ଦର ଚିକିତ୍ସାଳୟରେ ଆଉ ଟିକେଟ କାଟିବା ପାଇଁ ରୋଗୀଙ୍କୁ ଟଙ୍କା ଦେବାକୁ ପଡିବ ନାହିଁ। ଅର୍ଥାତ ସାଧାରଣ ଲୋକ ମଧ୍ୟ ଉକ୍ତ ଚିକିତ୍ସାଳୟରେ...

କୋଭିଡ୍‌ ହସ୍ପିଟାଲରେ ଆର୍‌ଟିପିସିଆର୍‌ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୨୫ା୯:ପୁରୀ ଜିଲାରେ କରୋନା ସଂକ୍ରମଣ ଏବେ ଅଣାୟତ୍ତ ହୋଇପଡ଼ିିଛି। ଖୋର୍ଦ୍ଧା ଓ କଟକ ପରେ ସଂକ୍ରମିତଙ୍କ ତାଲିକାର ତୃତୀୟ ସ୍ଥାନରେ ରହିଛି ପୁରୀ। ଦୈନିକ...


Coronavirus Update

Archives

Model This Week

Why Dharitri