ମଦ ପାଇଁ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ

ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ତଥା ଚର୍ଚ୍ଚିତ ଅଭିନେତ୍ରୀ ଶ୍ରୁତି ହାସନ। ସେ ବଲିଉଡ୍‌ ସିନେମାରେ ମଧ୍ୟ କାମ କରିସାରିଛନ୍ତି। ବିଗତ କିଛି ଦିନ ହେବ ଶ୍ରୁତି ବ୍ୟକ୍ତିଗତ ଜୀବନକୁ ନେଇ ଖୁବ୍‌ ଚର୍ଚ୍ଚାରେ। ନିକଟରେ ଶ୍ରୁତି ଏମିତି କିଛି କହିଛନ୍ତି, ଯାହା ଶୁଣି ସିନେପ୍ରେମୀ ତଥା ତାଙ୍କ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏକଦା ଶ୍ରୁତିଙ୍କର ମଦ ପିଇବା ଅଭ୍ୟାସରେ ପରିଣତ ହୋଇଥିଲା। ଏହାର ପ୍ରଭାବ ତାଙ୍କ ଅଭିନୟ କ୍ୟାରିୟର ଉପରେ ମଧ୍ୟ ପଡିଥିଲା। ଏତେ ମାତ୍ରାରେ ମଦ ପିଉଥିଲେ ଯେ, ଅସୁସ୍ଥ ହୋଇ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡ଼ିଥିଲା। ତେଣୁ ସେ କିଛି ଦିନ ପର୍ଯ୍ୟନ୍ତ ଅଭିନୟରୁ ଦୂରେଇ ଯାଇଥିଲେ। ଗତ ବର୍ଷଠାରୁ ସେ ସମ୍ପୂର୍ଣ୍ଣଭାବେ ମଦଠାରୁ ଦୂରେଇ ଅଛନ୍ତି। ମଦକୁ ଛୁଇଁ ନ ଥିବା ଶ୍ରୁତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନପୁଅଙ୍କ ନାମ ଜାହାଙ୍ଗୀର ରଖିବାକୁ ନେଇ ଟ୍ରୋଲ ହେଉଛନ୍ତି କରିନା; ଏବେ ନଣନ୍ଦ କହିଲେ ଏମିତି କଥା

ବମ୍ବେ: ପ୍ରଥମ ସନ୍ତାନ ପରେ ଏବେ ଦ୍ୱିତୀୟ ସନ୍ତାନର ନାମକୁ ନେଇ ଚର୍ଚ୍ଚାରେ କରିନା କପୁର ଖାନ। ସାନ ପୁଅଙ୍କ ଅସଲ ନାମ ଜାହାଙ୍ଗୀର ବୋଲି...

ଖୁସି ଖବର ଦେଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ ନାୟିକା କ୍ୟାଟ୍ରିନା କୈଫ ଦେଇଛନ୍ତି ଖୁସି ଖବର । ନିଜର ଅଭିନୟ ବଳରେ ଦର୍ଶକଙ୍କ ନିକଟତର ହୋଇଥିବା ଏହି ନାୟିକା କେବଳ ବଲିଉଡ...

କରୋନା ମୁକ୍ତ ହେଲେ ଉର୍ମିଳା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ସୋସିଆଲ ମିଡିଆ ମାଧ୍ୟମରେ କରୋନା ନେଗେଟିଭ ହୋଇଥିବାର ସୂଚନା ଦେଇଛନ୍ତି। ନିକଟରେ ସେ କରୋନା ସଂକ୍ରମିତ ହୋଇଥିବା ସୂଚନା...

ଶୋ’ ବନ୍ଦ କର, ନିର୍ମାତାଙ୍କୁ କାହିଁକି ଏମିତି କହିଲେ ଅମିତାଭ ବଚ୍ଚନ

କୌନ ବନେଗା କରୋଡ ପତି ୧୩ର ଏକ ନୂଆ ପ୍ରୋମୋ ସାମ୍ନାକୁ ଆସିଛି। ଏହି ଭିଡିଓରେ ଅମିତାଭ ବଚ୍ଚନ ନିର୍ମାତାଙ୍କୁ ଶୋ ବନ୍ଦ କରିବାକୁ କହୁଥିବା...

ପରଦାରେ ବନ୍ଧୁତ୍ୱ: କନ୍ଦାଇଥିଲା ‘ଥ୍ରି-ଇଡିଅଟ୍ସ’, ଜିଇଁବା ଶିଖାଇଥିଲା ‘ଜିନ୍ଦେଗୀ ନା ମିଲେଗି ଦୁବାରା’

ମୁମ୍ବାଇ: ଆଜି ବନ୍ଧୁତ୍ୱ ଦିବସ। ପ୍ରତ୍ୟେକ ବ୍ୟକ୍ତିର ଜୀବନରେ ବନ୍ଧୁ ଓ ବନ୍ଧୁତ୍ୱର ପରିଭାଷା ସ୍ବତନ୍ତ୍ର। ଏହି ନିଆରା ସମ୍ପର୍କକୁ ପରଦାରେ ଦେଖାଇବା ଲାଗି ନିର୍ମାଣ...

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ବି-ଟାଉନ୍‌ର ଏହି ଅଭିନେତ୍ରୀ

ବମ୍ବେ: ପୁଣିଥରେ ମା’ ହେବାକୁ ଯାଉଛନ୍ତି ବଲିଉଡ୍‌ର ବେବୋ ଓରଫ କରିନା କପୁର ଖାନ୍‌। ତୈମୁରଙ୍କ ପରେ ଦ୍ୱିତୀୟ ସନ୍ତାନ ହେବାକୁ ଯାଉଥିବା ନେଇ ସେ...

ଏହି ୫ ଅଭିନେତାଙ୍କ ବୟସ ସ୍ତ୍ରୀଙ୍କଠୁ କମ୍‌

ଏକ ସୁନ୍ଦର ସମ୍ପର୍କ ପାଇଁ ଭଲପାଇବା ଆବଶ୍ୟକ। ସମ୍ପର୍କ ଉପରେ ବୟସ କେବେ ଫରକ ପକାଇ ନ ଥାଏ। ଏହି କଥାକୁ ଠିକ୍‌ ପ୍ରମାଣ କରିଛନ୍ତି...

ଜାହ୍ନବୀଙ୍କ ଜିମ୍‌ ଲୁକ୍‌

ଜିମ୍‌ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍‌ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍‌ ଟପ୍‌ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ...

Advertisement
Archives

Model This Week