ମଦ ପାଇଁ ମା’, ଭଉଣୀଙ୍କୁ ହାଣିଥିବା ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ):ମଦ ପିଇବା ପାଇଁ ଟଙ୍କା ମାଗି ମା’ଓ ଭଉଣୀଙ୍କୁ ହାଣିବା ଘଟଣାରେ ଏୟାରଫିଲ୍ଡ ଥାନା ପୋଲିସ ଅଭିଯୁକ୍ତ ଶଙ୍କର୍ଷଣ ନାୟକ(୩୫)ଙ୍କୁ ଗିରଫ କରିଛି। ସେ ସୁନ୍ଦରପଦା ମଣ୍ଡପସାହିରେ ରୁହନ୍ତି। ଶୁକ୍ରବାର ଶଙ୍କର୍ଷଣ ମା’ ରୁକ୍ମଣୀ ନାୟକ(୭୫)ଙ୍କୁ ମଦ ପିଇବା ପାଇଁ ୧୦୦ ଟଙ୍କା ମାଗିଥିଲେ। ଟଙ୍କା ନଦେବାରୁ ସେ ରୁକ୍ମଣୀ ଏବଂ ଭଉଣୀ ବୀଣାପାଣି ପରିଡାଙ୍କୁ କଟୁରିରେ ହାଣିଥିଲେ। ସ୍ଥାନୀୟ ଲୋକେ ରୁକ୍ମଣୀ ଓ ବୀଣାପାଣିଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ କୋର୍ଟ ଚାଲାଣବେଳେ ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କାଳିଆପାଣି,୯ା୮(ଡି.ଏନ୍‌.ଏ.): ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଗରାମିଆଁ ଗାଁରେ ୫ ତାରିଖ ଦିନ ଜନୈକା ସ୍ବାମୀ ପରିତ୍ୟକ୍ତାଙ୍କୁ ୩ ନାବାଳକ ବଳାତ୍କାର କରିଥିବା ଥାନାରେ...

ନୂତନ ଦଧିନଉତି ବସିବ, ଲାଗିବ ଆର୍ଥିଂ

ପୁରୁଣା ଭୁବନେଶ୍ୱର,୨୦।୭(ସୁବାସ ଚନ୍ଦ୍ର ପ୍ରଧାନ)ଗତ ଶନିବାର ବଜ୍ରପାତରେ ମାଉସୀମା ଛକସ୍ଥିତ ରାମେଶ୍ୱର ମନ୍ଦିରର ଦଧିନଉତି ଖସିପଡ଼ିଥିଲା। ଦଧି ନଉତିଟି ସମ୍ପୂର୍ଣ୍ଣ ଭାଙ୍ଗି ମନ୍ଦିରର ଚତୁଃପାର୍ଶ୍ୱରେ ଏଣେତେଣେ...

ବଜ୍ରପାତ ସୂଚନା ଦେବାକୁ ‘ଦାମିନୀ’ ଆପ୍‌ର ବିକାଶ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ମୟୂରଭଞ୍ଜ ଓ ଝାରସୁଗୁଡ଼ା ଜିଲାରେ ବଜ୍ରପାତ ୫ ଜଣଙ୍କ ଜୀବନ ନେଇଥିବା ବେଳେ ଶନିବାର ଉଦଳାରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ବଜ୍ରପାତ ସୂଚନା...

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ...

ସରକାରୀ, ଘରୋଇ ସଂସ୍ଥାରେ ନାହିଁ କ୍ରେଚ୍‌ : ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ୨୦୧୭ ମାତୃତ୍ୱ ଆଇନ ଅନୁସାରେ ସରକାରୀ ଓ ବେସରକାରୀ ସଂସ୍ଥା କାର୍ଯ୍ୟାଳୟରେ କ୍ରେଚ୍‌ ବ୍ୟବସ୍ଥା ରଖିବା ପାଇଁ କଡ଼ା ନିର୍ଦ୍ଦେଶ ରହିଛି। ହେଲେ ଏହି...

୩ ରେଳ ଷ୍ଟେଶନରେ ହେବ ବାୟୋଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ବର୍ଜ୍ୟ ପରିଚାଳନା ପାଇଁ ପୁରୀ, କଟକ ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ବାୟୋଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହେବ। ଷ୍ଟେଶନରୁ ବାହାରୁଥିବା କଠିନ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରି...

ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ...

ବାହାର ରାଜ୍ୟ ଫେରନ୍ତାଙ୍କ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ପରେ ରାଜ୍ୟରେ କରୋନା ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର। ବିଶେଷକରି ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା...

Advertisement
Archives

Model This Week