ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ଯାଇପାରେ ଚାକିରି: ମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଓସିଏସ୍‌(ସିସିଏ ରୁଲ୍‌ସ)୧୯୬୨ ରୁଲ-୧୬ ଅନୁଯାୟୀ ସେମାନଙ୍କୁ ବହିଷ୍କାର କରାଯାଇପାରେ। କୌଣସି ପରିସ୍ଥିତିରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ଭବିଷ୍ୟତ ସହ ଖେଳୁଥିବା ବ୍ୟକ୍ତିବିଶେଷଙ୍କ କାର୍ଯ୍ୟକଳାପଙ୍କୁ ବରଦାସ୍ତ କରାଯିବ ନାହିଁ। କ୍ୟାମ୍ପସ୍‌ରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ପ୍ରକାଶଯୋଗ୍ୟ, ଯାଜପୁର ଜିଲା ସୁକିନ୍ଦା ବ୍ଲକ ଲେମ୍ବୋ ପଞ୍ଚାୟତ ଅନ୍ତର୍ଗତ ବାଲିଆ ପ୍ରାଥମିକ ସ୍କୁଲାରେ କାର୍ଯ୍ୟରତ ଗଣଶିକ୍ଷକ ମକରନ୍ଦ ମହନ୍ତ ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାକୁ ନେଇ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ତେବେ ଆଗକୁ ଯଦି କୌଣସି ସ୍ଥାନରେ ଛାତ୍ରୀଛାତ୍ରଙ୍କ ଅଧିକାର ଓ ସୁରକ୍ଷା ବାଧାପ୍ରାପ୍ତ ହେବା ଦୃଷ୍ଟିକୁ ଆସେ, ତେବେ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲା ଶିକ୍ଷାଧିକାରୀଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

କ୍ରିକେଟ ଜଗତରେ ଶୋକ, ପୂର୍ବତନ କ୍ରିକେଟରଙ୍କ ୬୭ବର୍ଷରେ ଦେହାନ୍ତ

ନୂଆଦିଲ୍ଲୀ,୩।୨: ଇଂଲଣ୍ଡରୁ ଏକ ବଡ଼ ଖବର ଆସିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଟୋନି ପିଗଟଙ୍କର ୬୭ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ଦେହାନ୍ତ ପରେ…

ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଲାଭାର୍ଥୀଙ୍କୁ ଆଜି ଟଙ୍କା ଦେବେ ସରକାର

ଭୁବନେଶ୍ବର,୩।୨: ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରୁ ଏହା ପ୍ରଥମ ଥର ପାଇଁ…

ଭାରତ ବିପକ୍ଷରେ ଖେଳିବାକୁ ଏମିତି ସର୍ତ୍ତ ରଖିଲା ପାକିସ୍ତାନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୩।୨: ପାକିସ୍ତାନ କ୍ରିକେଟ ବୋର୍ଡର ନାଟକ ଶେଷ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ। ପାକିସ୍ତାନ ପ୍ରଥମେ ଟି୨୦ ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଥିଲା…

ଟାରିଫ ହଟିଲା, ଟ୍ରେଡ ଡିଲ ଘୋଷଣା, ମୋଦିଙ୍କୁ ପ୍ରଶଂସା, କେମିତି ଗୋଟିଏ ଫୋନ କଲରେ ବଦଳିଲା ଟ୍ରମ୍ପଙ୍କ ସ୍ବର? ଜାଣନ୍ତୁ ଟାଇମଲାଇନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ସାରେ ଟେଲିଫୋନରେ କଥା ହୋଇଥିଲେ। ଏହା ପରେ, ରାଷ୍ଟ୍ରପତି ଟ୍ରମ୍ପ ଦୁଇ…

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ମୃତଚାଷୀଙ୍କ ସମ୍ପର୍କୀୟ

ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ (କ) ଗ୍ରାମର ଯୁବଚାଷୀ ବଳରାମ ପଧାନଙ୍କ ଧାନ ବିକ୍ରି ଟଙ୍କା କେରଳ ସ୍ଥିତ ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା…

ଭୟଭୀତ ମମତା: ଦିଲ୍ଲୀରୁ ଡକାଇଲେ ସ୍ବତନ୍ତ୍ର ବାହିନୀ

କୋଲକାତା,୩।୨: ଦିଲ୍ଲୀ ପୋଲିସ ଦ୍ୱାରା ଲଗାଯାଇଥିବା କଡ଼ା ସୁରକ୍ଷା ବଳୟ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରୁ ଦିଲ୍ଲୀକୁ ସ୍ବତନ୍ତ୍ର ବାହିନୀ ଡକାଇଛନ୍ତି। ବଙ୍ଗଳା ପୋଲିସର ଏକ…

ଆଜି ହେବନାହିଁ ଅନଲାଇନ ଡେଲିଭରି! ଧର୍ମଘଟକୁ ଓହ୍ଲାଇବେ ଗିଗ୍‌ କର୍ମଚାରୀ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୩।୨: ଅନଲାଇନ ଡେଲିଭରି ଆପ୍ସ ଏବଂ ଡିଜିଟାଲ ପ୍ଲାଟଫର୍ମ ସହିତ ଜଡିତ ଗିଗ କର୍ମଚାରୀମାନେ ସେମାନଙ୍କର ସମସ୍ୟାର ପ୍ରତିବାଦରେ ଫେବୃଆରୀ ୩ରେ ଦେଶବ୍ୟାପୀ ଧର୍ମଘଟ ଏବଂ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri