ମଦ ବନ୍ଦ ନେଇ ମହିଳା ସଂଘର ଶୋଭାଯାତ୍ରା

ତୁମୁଡ଼ିବନ୍ଧ,୧୨ା୬(ଡି.ଏନ୍‌.ଏ.)- ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ମଙ୍ଗଳବାର ଶତାଧିକ ମହିଳା ମଦ ବନ୍ଦ ନେଇ ଏକ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା ବାଟଙ୍ଗ ପଦର, ସାନଝିରିପାଣି ଓ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ପ୍ରକାଶ ଯେ, ଝିରିପାଣି ଗ୍ରାମପଞ୍ଚାୟତର ୧୧ଟି ଓ୍ବାର୍ଡର ଶତାଧିକ ମହିଳା ପୂର୍ବାହ୍ନ ୧୧ଟାରେ ଝିରିପାଣି ପିଲୁଟଟାଠାରେ ଏକତ୍ରିତ ହୋଇ ଏକ ବୈଠକ କରିଥିଲେ। ପଞ୍ଚାୟତସ୍ତରୀୟ ସଭାପତି ଭାବେ ପୂର୍ଣ୍ଣମୀ ପାତ୍ର ବୈଠକ ପରିଚାଳନା କରିଥିଲେ। ବୈଠକରେ ପ୍ରତ୍ୟେକ ମହିଳାଙ୍କୁ ମଦ ବନ୍ଦ କରିବା ପାଇଁ ନେତୃତ୍ୱ ନେବା ସହ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଏକତ୍ର କରିବା ଲାଗି କୁହାଯାଇଥିଲା। ଏହାପରେ ମହିଳାମାନେ ସେଠାରେ ମଦ ବନ୍ଦ ପାଇଁ ନିଷ୍ପତ୍ତି ନେଇଥିଲେ। ଏଥିରେ ଝିରିପାଣି ପଞ୍ଚାୟତର ବରିଷ୍ଠ ନାଗରିକ ବିକ୍ରମ କିଶୋର ସିଂ ପାତ୍ର, ଡଗର ପାତ୍ର ନୀଳମଣି ପ୍ରଧାନ, ଉଆଁଶୁ ପାତ୍ର, ଅନ୍ତରଙ୍ଗ ସ୍ବେଚ୍ଛାବେୀ ଅନୁଷ୍ଠାନର ପଞ୍ଚାୟତ ସଭାପତି ରମାକାନ୍ତ ନାୟକ, ଝିରିପାଣି ସରପଞ୍ଚ ଅର୍ଜୁନ ପାତ୍ର ପ୍ରମୁଖ ଯୋଗଦେଇଥିଲେ। ସମ୍ପାଦିକା ପଦ୍ମତୋଳା ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri