ବଇଣ୍ଡା, ୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ଠାକୁରଗଡ ଥାନା ପୋଲିସ ଶନିବାର ରାତିରେ ସାନହୁଲା ଗ୍ରାମରେ ଚଢ଼ାଉ କରି ମଦ ବିକ୍ରି ଅଭିଯୋଗରେ କରୁଣାକର ପ୍ରଧାନଙ୍କୁ ଗିରଫ କରିଛି । ତାଙ୍କଠାରୁ ଦେଶୀ ମଦ ଜବତ କରାଯାଇ ନଂ. ୩୯/୨୦ରେ ମାମଲା ରୁଜୁ କରିଛି । ପୋଲିସ କହିଛି, କରୁଣାକର ତାଙ୍କ ଘରେ ବେଆଇନ ଭାବେ ମଦ ବିକ୍ରି କରୁଥିବା ଖବର ପାଇ ଚଢ଼ାଉ କରାଯାଇଥିଲା । ଗିରଫ ପରେ ତାଙ୍କୁ ରବିବାର ଆଠମଲ୍ଲିକ କୋର୍ଟଚାଲାଣ କରାଯାଇଛି ।
Posted inଅନୁଗୋଳ, ଆମ ଜିଲା ଖବର View All
୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍ରେ ରାଜନୈତିକ ଉଷ୍ମତା
ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…
ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ
ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…
ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର
କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

