ମଦ ବିକ୍ରି, ଚାଲାଣ ଅଭିଯୋଗରେ ୩ ଗିରଫ

ଗୋପାଳପୁର,୩୧ା୩- ଚୋରା ଦେଶୀ ମଦ ବିକ୍ରି ଓ ବିଦେଶୀ ମଦ ଚାଲାଣ କରୁଥିବାବେଳେ ଦୁଇଟି ସ୍ଥାନରୁ ଗୋଳନ୍ଥରା ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ସୋରଳ ଗ୍ରାମର ନରସିଂହ ଜାନି, ଗୋଷାଣୀନୂଆଗଁା ଅଞ୍ଚଳର ସନ୍ତୋଷ ପାତ୍ର ଓ ପଞ୍ଚମା ଗ୍ରାମର ମନୋଜ ପ୍ରଧାନ। ସୋରଳ ଗ୍ରାମ ରାସ୍ତା କଡ଼ରେ ନରସିଂହ ଦେଶୀମଦ ବିକ୍ରି କରୁଥିବାବେଳେ ସୋମବାର ପୋଲିସ ଚଢ଼ାଉ କରି ୮୨ଟି ମଦ ପାଉଚ ଜବତ କରିବା ସହ ତାଙ୍କୁ ଗିରଫ କରିଥିଲା। ସନ୍ତୋଷ ଓ ମନୋଜ ସ୍କୁଟିରେ ବିଦେଶୀ ମଦ ଧରି ଯାଉଥିବାବେଳେ ଗୋଳନ୍ଥରା ଥାନାଧିକାରୀ ବାବୁଲି ନାୟକ ଚଢ଼ାଉ କରି ଉଭୟଙ୍କୁ ଗିରଫ କରି ୨୭ ଲିଟର ବିଦେଶୀ ମଦ ସହ ସ୍କୁଟି ଜବତ କରିଥିଲେ। ନଂ.୯୫, ୯୬/୨୦ରେ ମାମଲା ରୁଜୁ କରି ୩ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri