ମଦ ବିରୋଧୀ ପଥପ୍ରାନ୍ତ ସଭା

ଯଶିପୁର,୧୧ା୧୨(ଡି.ଏନ୍‌.ଏ.)-ଅଲ୍‌ ଇଣ୍ଡିଆ ଡିଏସ୍‌ଓ ଏବଂ ଡିଓ୍ବାଇଓ ପକ୍ଷରୁ ମଙ୍ଗଳବାର ଯଶିପୁର ନୂଆ ବସ୍‌ ଷ୍ଟାଣ୍ଡଠାରେ ମଦ ବିରୋଧୀ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସଂଗଠନର କର୍ମକର୍ତ୍ତା ଓ ଯୁବଛାତ୍ରମାନେ ବିଭିନ୍ନ ସ୍ଲୋଗାନ ଦେଇ ଜନସାଧାରଣଙ୍କୁ ସଚେତନ କରିଥିଲେ। ମନୋଜ ମହାନ୍ତଙ୍କ ସଭାପତିତ୍ୱରେ ଆୟୋଜିତ ପଥପ୍ରାନ୍ତ ସଭାରେ ଡିଓ୍ବାଇଓ ମୟୂରଭଞ୍ଜ ଜିଲା ସମ୍ପାଦକ ଲଳିତ ମହାନ୍ତ, ଡିଏସଓ ଜିଲା ସାଂଗଠନିକ ସଭାପତି ମଧୁସୂଦନ ନାଏକ ଓ ଫୁଲଚାନ୍ଦ ଲୋହାର ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟ ଅତିଥିଭାବେ ଏସୟୁସିଆଇ ରାଜ୍ୟ କମିଟି ସଦସ୍ୟ ତଥା ପୂର୍ବତନ ବିଧାୟକ କମ୍ରେଡ ଶମ୍ଭୁନାଥ ନାଏକ ଯୋଗଦେଇ ନିଶା ବିରୋଧରେ ଯୁବପିଢୀ ଏକଜୁଟ ହେବାକୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri