ମଦ ବିରୋଧୀ ସଚେତନତା ଶୋଭାଯାତ୍ରା

ବନ୍ତ,୧୫।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ମଦ ବିରୋଧୀ ଆନ୍ଦୋଳନ ଜେତିିବାରେ ଲାଗିଛି। ରବିବାର ଭଦ୍ରକ ଜିଲା ବନ୍ତ ବ୍ଲକ ‘ସମ୍ଭବ ଓଡ଼ିଶା’ ଆନୁକୂଲ୍ୟରେ ମଦ ମୁକ୍ତି ଯୁବବାହିନୀ ପକ୍ଷରୁ ବନ୍ତଠାରେ ମଦ ବିରୋଧୀ ଜନସଚେତନତା ଶୋଭାଯାତ୍ରା କରାଯାଥିଲା। ସୁରଜ କୁମାର ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ହାତରେ ତ୍ରିରଙ୍ଗା ପତାକା, ବ୍ୟାନର ଓ ପ୍ଲାକାର୍ଡ ଧରି ମଦ ବିରୋଧୀ ସ୍ଲୋଗାନ ଦେଇ ବନ୍ତ ବ୍ଲକ ଛକଠାରୁ ବାହାରି ବନ୍ତ, ଟିଲୋ ଓ ତରାପୁର ଆଦି ବଜାର ପରିକ୍ରମା କରିଥିଲେ। ବନ୍ତ ବ୍ଲକକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ଏହି ଆନ୍ଦୋଳନର ମୂଳ ଲକ୍ଷ୍ୟ ବୋଲି ଯୁବବାହିନୀ ପକ୍ଷରୁ କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ଡା. ମୁରଲୀଧର ସୁତାର, ବରିଷ୍ଠ ନାଗରିକ କୃଷ୍ଣଚନ୍ଦ୍ର ଭଟ୍ଟରାୟ, ସମ୍ବିତ୍‌ କୁମାର ପଣ୍ଡା, ସୌଭାଗ୍ୟ କୁମାର ଦାଶ, ଅଶୋକ ବେହେରା, ବିକାଶ ଶ୍ରେଷ୍ଠା, ସଞ୍ଜୟ ଜେନା, ଜଗନ୍ନାଥ ବେହେରା, ସତ୍ୟବ୍ରତ ଦାସ, ସତ୍ୟସାଇ ପରିଡା, ହିମାଂଶୁ ସାହାଣୀ, କଳ୍ପନା ପଣ୍ଡା, ମନୋରମା ଦାଶ, ପୁଷ୍ପଲତା ଜେନା, ମୀନାରାଣୀ ଜେନା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri