ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର ଶିକାର ହୋଇଥିବା କେତେକ ମହିଳା ଥାନାକୁ ଆସି ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All

ସାନିଟାଇଜ ହେଲା ପରିବା ବଜାର
ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସହରରେ ଅସ୍ଥାୟୀ ଭାବେ ପରିବା ବଜାର ବସୁଛି । ଏହାକୁ ପର୍ଯ୍ୟାୟକ୍ରମେ ମହାନଗର ନିଗମ ଓ ଅଗ୍ନିଶମ ବିଭାଗ ପକ୍ଷରୁ...

ଗୋଟିଏ ଜୁଇରେ ୧୦ କୋଭିଡ୍ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା
କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...

ମୃତ କୁକୁର ଛୁଆକୁ ରାସ୍ତାରେ ଜଗି ରହିଛି ମା’
କୋକସରା,୧୯ା୧୧(ଡି.ଏନ୍.ଏ.): ସେ ମଣିଷ ହେଉ କି ପଶୁ। ମା’ର ମମତା ଅନାବିଳ। ମାତୃତ୍ୱ ଆଗରେ ସବୁ ସନ୍ତାନ ସମାନ। ଶନିବାର ସଡ଼କ ପାର୍ ହେଉଥିବା ବେଳେ...

ଗଚ୍ଛିତ ଚାଉଳକୁ ନେଇ ଅଡୁଆରେ ରିଟେଲର
ଚଣ୍ଡିଖୋଲ,୨୬।୪ (ଡି.ଏନ୍.ଏ.): କେନ୍ଦ୍ର ସରକାର ଗତ ଜାନୁୟାରୀରୁ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମାଗଣା ଚାଉଳ ପ୍ରଦାନ କରିବା ପରେ ଚାଉଳ ଯୋଗାଣ ନିୟମ କଡ଼ାକଡ଼ି କରିଛନ୍ତି।...

ସୁମିତ୍-ତପସ୍ବିନୀ ମାମଲା: ଆବେଦନ ଖାରଜ କଲେ ଏସ୍ଡିଜେଏମ କୋର୍ଟ
ବ୍ରହ୍ମପୁର ଅଫିସ, ୧୭।୦୧: ବହୁ ଚର୍ଚ୍ଚିତ ସୁମିତ୍ ସାହୁ ଏବଂ ତପସ୍ବିନୀ ଦାଶ ମାମଲା ଦିନକୁ ଦିନ ନୂଆ ନୂଆ ମୋଡ ନେଉଛି। ତପସ୍ବିନୀଙ୍କୁ ନ...

ଦୁର୍ବଳ ହେଉଛି ନଦୀବନ୍ଧ
ରଗଡି,୭ା୫(ଡି.ଏନ.ଏନ.): ରାଜସ୍ବ ସମ୍ପତ୍ତିର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ଏନ୍ଜିଟି (ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ) ରାଜସ୍ବ ବିଭାଗକୁ କଡ଼ା ଚେତାବନୀ ଦେଇଛନ୍ତି। ଏହାର ବ୍ୟତିକ୍ରମ କରୁଥିବା ବାଲି...

ନାମାଙ୍କନ ପୂର୍ବରୁ ବୁଢ଼ାରଜାଙ୍କ ଆଶୀର୍ବାଦ ଲୋଡ଼ିଲେ ବର୍ଷା
ପଦ୍ମପୁର,୧୭ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ହେବାକୁ ଯାଉଥିବା ଉପନିର୍ବାଚନ ନାମାଙ୍କନର ଆଜି ଶେଷ ଦିବସ। ଆଜି ନିଜର ନାମାଙ୍କନ ଦାଖଲ ପୂର୍ବରୁ ବିଜୁ...

ଲକ୍ଡାଉନ୍ ପ୍ରଭାବ: ବଜାରରୁ ଆଳୁ, ପିଆଜ ଉଭାନ୍
ଖୋର୍ଦ୍ଧା ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ବିଭିନ୍ନ ସତର୍କତା ଅବଲମ୍ବନ କରୁଛନ୍ତି। କେନ୍ଦ୍ର ସରକାର ମଙ୍ଗଳବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ଲକ୍ଡାଉନ ଘୋଷଣା...