ମଦ ବ୍ୟବସାୟୀଙ୍କୁ ସରକାରଙ୍କ ପ୍ରୋତ୍ସାହନ: ଆନ୍ଦୋଳନକୁ ଓହ୍ଲାଇଲା ବେଗୁନିଆ ଜନକଲ୍ୟାଣ ପ୍ରତିଷ୍ଠାନ

ବେଗୁନିଆ, ୧୫।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶାଦ୍ରବ୍ୟ କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଏଠାରେ ଦେଶୀ ରନ୍ଧା ମଦ ପ୍ରସ୍ତୁତ ହେଉଛି। ଏଥିଯୋଗୁ ଗାଁଦାଣ୍ଡରେ ମଦ ବ୍ୟବସାୟୀମାନେ ଖୁଲମଖୁଲା ମଦ ବିକ୍ରି କରୁଛନ୍ତି। ଏହାକୁ ପୁରୁଷ ଏବଂ ଯୁବପିଢ଼ିମାନେ ପିଇବା ଦ୍ୱାରା ପାରିବାରିକ ଏବଂ ସାମିଜିକ ବିଶୃଙ୍ଖଳା ଘଟିଚାଲିଛି। ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ‘ମଦ ବ୍ୟବସାୟୀଙ୍କୁ ପ୍ରୋତ୍ସାହନ’ ଲୋକଙ୍କୁ ନିରାଶ କରିଛି। ଏହାକୁ ପ୍ରତିବାଦ କରି ଗୁରୁବାର ବେଗୁନିଆ ଜନକଲ୍ୟାଣ ପ୍ରତିଷ୍ଠାନ ଆନ୍ଦୋଳନକୁ ଓହ୍ଲାଇଛି। ୭୩ତମ ସ୍ବାଧୀନତା ଦିବସ ଅବସରରେ ବେଗୁନିଆ ବଜାରରେ ମଦ ବିରୋଧୀ ସ୍ଲୋଗାନ ଦେଇ ଏକ ଶୋଭାଯାତ୍ରାରେ ସେମାନେ ବାହାରିଥିଲେ। ପରେ ଥାନା ସମ୍ମୁଖରେ ପ୍ରାୟ ୧ ଘଣ୍ଟା ଧରି ଅଞ୍ଚଳର ବହୁ ମହିଳା ଓ ପୁରୁଷ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ କଟୁରି ଚୋଟରେ ମା’ ଗୁରୁତର: ଅଭିଯୁକ୍ତ ଗିରଫ

ଡେଲାଙ୍ଗ,୧୩ା୯(ଡି.ଏନ୍‌.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ...

ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା

ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅଗ୍ନିପୁର ଗ୍ରାମବାସୀ ଓ ମହିଳା ଗୋଷ୍ଠୀଙ୍କ ତରଫରୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି...

ବାର୍‌ହା ମାଂସ ଜବତ, ଶିକାରୀ ଗିରଫ

ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍‌ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ...

ଘରକୁ ବନ୍ଧୁ ଆଣିବାରୁ ହତ୍ୟା ଘଟଣା, ୪ ଗିରଫ

ଜଗନ୍ନାଥପ୍ରସାଦ,୧୪ା୮(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ଥାନା କରଡ଼ାପଲ୍ଲୀ ଗ୍ରାମରେ ବୁଧବାର ରାତିରେ କରୋନା କଟକଣା ବେଳେ ଘରକୁ ବନ୍ଧୁ ଆଣିଥିବାରୁ ପ୍ରମୋଦ ବେହେରାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ...

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ...

ଭଦ୍ରକରେ ବନ୍ୟା ପରିସ୍ଥିତି: ତଳିଆ ଅଞ୍ଚଳବାସୀଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

ଭଦ୍ରକ ଅଫିସ,୨୭ା୮: ଉପର ମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୭୦ ଜଣଙ୍କୁ...

ଜଳ ଭଣ୍ଡାରରେ ପାଣି ଭର୍ତ୍ତି, କେନାଲରେ ନାହିଁ

ଖଣ୍ଡପଡ଼ା,୨୩ା୮(ସ୍ବ.ପ୍ର.): ସୁନାମୁହିଁ ଜଳ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣର ଜଳ ମହଜୁଦ ଅଛି। ହେଲେ କେନାଲରେ ପାଣି ଆସୁ ନ ଥିବାରୁ ଚାଷଜମି ଶୁଖିଲା ପଡିଛି। ଏହାକୁ...

Advertisement
Archives

Model This Week