ମଦ ରନ୍ଧାବେଳେ ପୋଲିସର ଚଢାଉ

ଶଙ୍କରାଖୋଲ,୧୬ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳ ବାଞ୍ଜାମାହା ଗ୍ରାମ ସଂଲଗ୍ନ ଜଙ୍ଗଲରେ ମଙ୍ଗଳବାର ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରିଥିଲା। ଜଙ୍ଗଲରେ ଥିବା ଏକ ନାଳ ନିକଟରେ ଦେଶୀ ମହୁଲି ମଦ ରନ୍ଧାଯାଉଥିବାବେଳେ ପୋଲିସକୁ ଦେଖି ମଦ ରନ୍ଧାଳୀ ଖସି ପଳାଇଥିଲେ। ପୋଲିସ ୨୦୦ ଲିଟର ପୋଚ ନଷ୍ଟ କରିବା ସହ ମଦ ରନ୍ଧା ସରଞ୍ଜାମ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାମୁଝାଡ଼ି ସମବାୟ ସମିତି ଗୋଦାମ ସିଲ୍‌

ସିମୁଳିଆ,୨୨।୧୧(ଡି.ଏନ.ଏ.): ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତିଙ୍କ ନିର୍ଦ୍ଦେଶରେ ଜିଲା ଯୋଗାଣ ବିଭାଗ ଶନିବାର ରାତିରେ ସିମୁଳିଆ ବ୍ଲକ ଜାମୁଝାଡ଼ି ସେବା ସମବାୟ ସମତିର ଗୋଦାମ ଗୃହକୁ ସିଲ୍‌...

ପୁରୀ-ଋଷିକେଶ ମଧ୍ୟରେ ଚାଲିବ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ହରିଦ୍ୱାରରେ ମହାକୁମ୍ଭ ମେଳା ସମୟରେ ପୁରୀ ଓ ଯୋଗ ନଗରୀ ଋଷିକେଶ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ପୁରୀ-ଯୋଗ ନଗରୀ ଋଷିକେଶ-ପୁରୀ...

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଭୋଜି ସହ ଜୁଆ ଆଡ୍ଡାରେ ଚଢ଼ାଉ

ପାଟପୁର,୧୧ା୫-ଗଞ୍ଜାମ ଜିଲା ପାଟପୁର ଥାନା ଗୋକର୍ଣ୍ଣମେରୀପଲ୍ଲୀ ନିକଟ ଏକ ଖୋଲା ପଡିଆରେ ଭୋଜି ସହ ଜୁଆ ଖେଳ ଚାଲିଥିବା ନେଇ ପାଟପୁର ପୋଲିସକୁ ରବିବାର ସନ୍ଧ୍ୟାରେ...

ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଂକ୍ରିଟ୍‌ ସେତୁ ଖୋଲିଲା

ଖୁଣ୍ଟୁଣୀ,୬।୭(ସଚ୍ଚିଦାନନ୍ଦ ପଣ୍ଡା)କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠକୁ ଯିବା ପାଇଁ ନିର୍ମାଣ ହୋଇଥିବା କଂକ୍ରିଟ୍‌ ସେତୁ ବୁଧବାରଠାରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଛି। ଧବଳେଶ୍ୱର...

କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ

ଗୋପାଳପୁର,୧୫।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ...

ଝାଡ଼ଖଣ୍ଡୀ ହାତୀଙ୍କ ସହ ସେଲ୍‌ଫି ନେବାକୁ ଯାଇ ହଇରାଣ କରୁଛନ୍ତି ଯୁବକ, ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

ବାରିପଦା ଅଫିସ,୪ା୧୨-ଝାଡଖଣ୍ଡୀ ହାତୀପଲକୁ ଦେଖିବା ବାହାନାରେ ଜଣେ ଯୁବକ ସେଲଫି ନେବାକୁ ଯାଇ ହାତୀ ଗୋଡାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି...

ଆଜିଠୁ ୩ ମାସ ପାଇଁ ଭିତରକନିକା ବନ୍ଦ

ରାଜନଗର, ୧।୫(ଡି.ଏନ.ଏ.): ମେ’ ୧ଠାରୁ ଜୁଲାଇ ୩୧ ତାରିଖ ଯାଏ ୩ ମାସ ପାଇଁ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ପୋତିଦେଲେ ନାଳ, ସମସ୍ୟା ଭୋଗିବେ ଚାଷୀ

ବନ୍ତ,୧୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଆଡ଼ିଆ ପଞ୍ଚାୟତ କୁଆଁର୍ଦ୍ଦା ଗ୍ରାମରେ ପାଣି ନାଳକୁ ପୋତି ଦିଆଯାଇଥିବାରୁ ଚାଷୀମାନେ ସମସ୍ୟା ଭୋଗିବେ ବୋଲି ଅଭିଯୋଗ...

Advertisement
Archives

Model This Week