ମଧୁବାଲାଙ୍କ ଉପରେ ବାୟୋପିକ୍‌ ନିର୍ମାଣ କରିବେ ଇମ୍‌ତିଆଜ୍‌ ଅଲ୍ଲୀ

ବମ୍ବେ: ବେଗମ୍‌ ମୁମତାଜ ଜେହାନ ଦେହଲବୀ ଓରଫ ମଧୁବାଲାଙ୍କ ଜୀବନକାହାଣୀ ଉପରେ ନିର୍ମିତ ହେବ ବାୟୋପିକ୍‌। ଲୋକପ୍ରିୟ ଫିଲ୍ମ ନିର୍ମାତା ଇମ୍‌ତିଆଜ ଅଲ୍ଲୀ ଏହାକୁ ନିର୍ମାଣ କରିବେ। ଆଧିକାରିକ ଭାବେ ସ୍ବିକୃତି ପାଇବା ପରେ ସେ ଏନେଇ ଘୋଷଣା କରିଛନ୍ତି। ତେବେ ଏହା ଓ୍ବେବ୍‌ ସିରିଜ ହେବ ଅଥବା ଫିଲ୍ମ ତାହା ଜଣାପଡ଼ିନାହିଁ। ହେଲେ ଟିକ୍‌ଟକ୍‌ରେ ମଧୁବାଲା ଭାବେ ପରିଚିତ ଅଭିନେତ୍ରୀ ପ୍ରିୟଙ୍କା କଡ଼ଓ୍ବାଲ ଏଥିରେ ନାୟିକା ଭୂମିକାରେ ନଜର ଆସିପାରନ୍ତି।
ପୂର୍ବରୁ ‘ଜବ ଉଇ ମେଟ୍‌, ତମାଶା, ହାଇଓ୍ବେ, ଲଭ ଆଜକଲ୍‌ ଭଳି ହିଟ୍‌ ଫିଲ୍ମ ଦେଇଛନ୍ତି ଇମ୍‌ତିଆଜ୍‌। ମାତ୍ର ପ୍ରଥମ ଥର ପାଇଁ ସେ କୌଣସି ବାୟୋପିକ ନିର୍ମାଣ କରିବେ। ଏଥିରେ ଶିଶୁ କଳାକାର ଭାବେ ମଧୁବାଲାଙ୍କ ଅଭିନୟ ଜୀବନଠାରୁ ଆରମ୍ଭ କରି ରାଜକପୁରଙ୍କ ସହ ନୀଲ କମଲ ଚଳଚ୍ଚିତ୍ରରେ ଅଭିନୟର ଯାତ୍ରା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri