ମଧୁମେହକୁ ନିୟନ୍ତ୍ରଣରେ ରଖେ ପିଆଜ

ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ପରିବର୍ତ୍ତନଶୀଳ ଜୀବନଶୈଳୀ ଓ ଖାଦ୍ୟପେୟ ଜନିତ ସମସ୍ୟା ଏହାର ମୁଖ୍ୟ କାରଣ। ରକ୍ତ ଶର୍କରା ନିୟନ୍ତ୍ରଣ ନ ହେବାରୁ ରୋଗୀ ମେଦବହୁଳତା, ହୃତ୍‌ପିଣ୍ଡ, କିଡ୍‌ନୀ ଆଦି ରୋଗର ଶିକାର ହୋଇଥାନ୍ତି। ମଧୁମେହକୁ ନିୟନ୍ତ୍ରଣ କରିବାରେ ପିଆଜର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିରେ ଥିବା ଫ୍ଲାବୋନାଇଡ୍‌ସ ରକ୍ତ ଶର୍କରାର ମାତ୍ରା କମ୍‌ କରିଥାଏ।

ପିଆଜରେ ଅଧିକ ପରିମାଣର ଫାଇଭର୍‌ ଥାଏ। ଯାହାକୁ ଖାଇବା ମାତ୍ରେ ରକ୍ତଶର୍କରା ନିୟନ୍ତ୍ରିତ ହୋଇଥାଏ।

ପିଆଜରେ କାର୍ବୋହାଇଡ କମ୍‌ ଥିବାରୁ ଏହା ମଧୁମେହକୁ ନିୟନ୍ତ୍ରଣ କରିଥାଏ।

ମଧୁମେହ ରୋଗୀ ପିଆଜର ସାଲାଡ୍‌ ଓ ସୁପ୍‌ ପିଇବା ଉଚିତ୍‌। ତେବେ ଏହା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ମଧ୍ୟ ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

କୋଷ୍ଠକାଠିନ୍ୟର ମୁକ୍ତିଦାତା କିସ୍‌ମିସ୍‌

ଆୟୁର୍ବେଦ ଶାସ୍ତ୍ରାନୁଯାୟୀ ଦୈନିକ ଖାଦ୍ୟପେୟ ଉପରେ ଧ୍ୟାନ ଦେଲେ ଅନେକ ରୋଗ ଲାଗି ମେଡିକାଲ ଯିବାକୁ ପଡ଼ି ନ ଥାଏ। କାରଣ ପ୍ରାଥମିକ ଅବସ୍ଥାରେ ଅନେକ...

ଉପକାରୀ ଆମ୍ବପତ୍ର

ଆମ୍ବ ଏକ ସୁସ୍ବାଦୁ ଫଳ ଏହା ସମସ୍ତଙ୍କୁ ଜଣା, କିନ୍ତୁ ଆମ୍ବପତ୍ରର ଗୁଣ ବିଷୟରେ ପ୍ରାୟ ଧାରଣା କମ୍‌। ଆସନ୍ତୁ ଜାଣିବା, ଆମ୍ବପତ୍ରର ଔଷଧୀୟ ଗୁଣ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି କି…

ଏବେ କେତେକଙ୍କଠାରେ ମେଦବହୁଳତା ଦେଖାଦେଉଛି। ଏଥିରୁ ରକ୍ଷା ପାଇବା ଲାଗି ବ୍ୟାୟାମ ସହିତ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। ତେବେ ପ୍ରତିଦିନ ସକାଳେ ଆଖୁରସ ପିଇବା...

ମାନସିକ ଦୁଶ୍ଚିନ୍ତା

ଦୁଶ୍ଚିନ୍ତା ମନ ଭିତରେ ବହୁ ଦିନ ଧରି ବସା ବାନ୍ଧି ରହିବା ଦ୍ୱାରା ମନ ଭାରାକ୍ରାନ୍ତ ହୋଇ ତାହା ମାନସିକ ତଥା ଶାରୀରିକ ସ୍ତରରେ ପ୍ରଭାବ...

ଏମିତି କଲେ ଘରେ ଦେଖାଯିବ ନାହିଁ ଧନର ଅଭାବ

ଯେତେବେଳେ ଘରର ଉଭୟ ଦିଗରେ ଦିଗରେ ବାସ୍ତୁ ଦୋଷ ଦେଖାଯାଏ ସେହି ସମୟରେ ଆର୍ଥିକ ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଥାଏ। ଘରର ବାସ୍ତୁ ଦୋଷ ହଟାଇଲେ...

ମଧୁମେହରୁ ମୁକ୍ତି ଦିଏ ଏହି ସାମାନ୍ୟ ପାଣି

ଆୟୁର୍ବେଦରେ ମେଥିକୁ ସ୍ବାସ୍ଥ୍ୟ ଉପକାରୀ କୁହାଯାଇଥାଏ। ଅନ୍ୟପକ୍ଷରେ ଏହାକୁ ରୋଷେଇ ସମୟରେ ମଧ୍ୟ ମସଲା ରୂପେ ବ୍ୟବହାର କରାଯାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ମଧୁମେହ ରୋଗୀଙ୍କ...

ହେୟାର ପର୍ମିଂ

ଘନ ଓ ସିଧା କେଶ କାହାର ବା ପସନ୍ଦ ନୁହେଁ। ଯେଉଁଥିଲାଗି ବର୍ତ୍ତମାନ ହେୟାର୍‌ ଷ୍ଟ୍ରେଟନିଂ ଟ୍ରେଣ୍ଡ ପାଲଟିଛି। ହେଲେ କେବେ କେବେ ସିଧା ଏବଂ...

ଶରୀରର ବର୍ଜ୍ୟବସ୍ତୁ

”ଶରୀର ତା’ର ଦୂଷିତ ବିଷାକ୍ତ ପଦାର୍ଥକୁ ବାହ୍ୟ ମାର୍ଗ ମୁଖ, ନାସା, ଲୋମକୂପ, ମଳ ମୂତ୍ର ଦ୍ୱାର, ଚକ୍ଷୁ, ନାସା ଅନ୍ତର୍ଗତ କୋଣ ପ୍ରଭୃତି ଦ୍ୱାର...

Advertisement
Archives

Model This Week