ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍‌

ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ ମଧ୍ୟ। ବଜାରରେ ଲାଲ, ସବୁଜ ଓ ହଳଦିଆ ରଙ୍ଗର କ୍ୟାପ୍ସିକମ ବିକ୍ରି ହୋଇଥାଏ। ଏଥିରେ ଭିଟାମିନ୍‌ ଏ, ସି ଏବଂ ଇ ଭରପୂର ମାତ୍ରାରେ ଥାଏ। ମେଦବହୁଳତା ଓ ଡାଇବେଟିସ ଏହି ଦୁଇଟି ରୋଗ ଆଜିକାଲି ଏକ ସାଧାରଣ ରୋଗ ଭାବେ ଉଭା ହୋଇଛି। ଏହି ଦୁଇ ରୋଗରେ ପୀଡିତ ବ୍ୟକ୍ତିଙ୍କ ପାଇଁ କ୍ୟାପ୍ସିକମ୍‌ ନିହାତି ଜରୁରୀ। ଶରୀରରୁ ଚର୍ବି ହ୍ରାସ କରିବାର କ୍ଷମତା ରଖୁଥିବା କ୍ୟାପ୍ସିକମ ସୁଗାର ସ୍ତରକୁ ମଧ୍ୟ ନିୟନ୍ତ୍ରଣ ରଖିଥାଏ। ମଧୁମେହ ରୋଗୀଙ୍କ ପାଇଁ ବି ଭାରି ଉପଯୋଗୀ. ତା’ଛଡ଼ା ମାନସିକ ଚାପ ଓ ହୃଦରୋଗକୁ ମଧ୍ୟ ନିୟନ୍ତ୍ରଣ କରିବାର କ୍ଷମତା ରଖିଛି କ୍ୟାପ୍ସିକମ୍‌। ଅଣ୍ଟା ଏବଂ ଆଣ୍ଠୁଗଣ୍ଠି ସମସ୍ୟା ଥିବା ଲୋକେ ମଧ୍ୟ କ୍ୟାପ୍ସିକମ୍‌ ଖାଇବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି...

ଅଧିକ ସମୟ ସ୍ମାର୍ଟ ଫୋନ୍‌ ବ୍ୟବହାର କରୁଥିଲେ

ଏବେ ତ ହାଇଟେକ୍‌ ଯୁଗ। ଇଲେକଟ୍ରୋନିକ୍‌ ଜିନିଷର ବ୍ୟବହାର ବର୍ତ୍ତମାନ ବହୁଳ ଭାବରେ କରାଯାଉଛି। ତା’ ସହ ଯୋଗାଯୋଗର ଅନ୍ୟତମ ପ୍ରମୁଖ ମାଧ୍ୟମ ପାଲଟିଛି ସ୍ମାର୍ଟ...

ବାଜିମାରିଲା ଭାଜପା

ଶ୍ରୀନଗର,୨୯।୧୨: ଜମ୍ମୁ କଶ୍ମୀରରେ ଧାରା ୩୭୦ ହଟାଯିବା ପରେ ପ୍ରଥମ ଜିଲ୍ଲା ବିକାଶ ପରିଷଦ (ଡିଡିସି) ନିର୍ବାଚନରେ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ଗୁପକାର ମେଣ୍ଟ ଏବଂ...

ହୃଦ୍‌ରୋଗୀଙ୍କୁ ଏସବୁ ଖାଇବା ମନା

ଆଜିକାଲି ଅନିୟମିତ ଜୀବନଶୈଳୀ ଓ ଖାଦ୍ୟପେୟ ଯୋଗୁ ଅନେକ ମାରାତ୍ମକ ରୋଗର ଶିକାର ହେବାକୁ ପଡୁଛି। ସବୁଠୁ ମାରାତ୍ମକ ହୃ୍‌ଦ୍‌ରୋଗ। କାରଣ ଏହା ହଠାତ୍‌ ରୋଗୀର...

ଗଗନଯାନ ମିଶନର ମହାକାଶଚାରୀଙ୍କ ପାଇଁ ସ୍ବତନ୍ତ୍ର ଖାଦ୍ୟର ବ୍ୟବସ୍ଥା କଲା ଡିଆର୍‌ଡିଓ

ବେଙ୍ଗାଲୁରୁ,୭।୧: ଗଗନଯାନ ୨୦୨୨ରେ ମହାକାଶ ଯାତ୍ରା କରିବ। ଏଥିପାଇଁ ବୈଜ୍ଞାନିକମାନେ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ତେବେ ଏହି ମିଶନରେ ଯାଉଥିବା ମହାକାଶଚାରୀଙ୍କ ପାଇଁ ଡିଫେନ୍ସ ରିସର୍ଚ୍ଚ...

୨୫ ସହରରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ୨୫ଟି ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। ମହାରାଷ୍ଟ୍ରର ୧୦...

ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହାୟତା ଘୋଷଣା

ଡେରାଡୁନ, ୭ା୨- ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଘଟିଥିବା ହିମସ୍ଖଳନ ଯୋଗୁ ଧଉଳି ଗଙ୍ଗା ନଦୀରେ ଆସିଛି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ଆଖପାଖ ଅଞ୍ଚଳରେ...

ଇଦ୍‌-ଏ-ମିଲାଦ୍‌ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୦: ଆଜି ସମଗ୍ର ଦେଶରେ ମହମ୍ମଦଙ୍କ ଜନ୍ମଦିନ ଇଦ୍‌-ଏ-ମିଲାଦ୍‌ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ନେତା...

Advertisement
Archives

Model This Week