ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ମେଥି

ପାଟିକୁ କଡା ଲାଗୁଥିଲେ ମଧ୍ୟ ଶରୀର ପାଇଁ ବେଶ୍‌ ଉକାରୀ ମେଥି। ଆୟୁର୍ବେଦ ଔଷଧ ପ୍ରସ୍ତୁତିରେ ମେଥିର ଆବଶ୍ୟକତା ଢେର୍‌ ଅଧିକ। ମେଥିରେ ମ୍ୟାଗ୍ନେସିୟମ, ଆଇରନ, ଫସଫରସ ଥାଏମିନ୍‌, ଫଲିକ୍‌ ଏସିଡ୍‌ ଏବଂ ଭିଟାମିନ୍‌ ଏ ପ୍ରଚୁର ପରିମାଣରେ ଥାଏ। ମେଥି ଖାଇଲେ ମୋଟାପଣ, କୋଷ୍ଠକାଠିନ୍ୟ, ହୃତପିଣ୍ଡ ସମ୍ପନ୍ଧୀୟ ରୋଗ, ମୁଣ୍ଡବିନ୍ଧା ଭଳି ସମସ୍ୟା ଦୂର ହେବ। ମଧୁମେହ ଠାରୁ ଦୂରେଇ ରହିବା ପାଇଁ ଚାହୁଁଥିଲେ ପ୍ରତିଦିନ ଏକ ଚାମଚ ମେଥିଦାନା ପାଉଡର୍‌ ପାଣି ସହ ସେବନ କରନ୍ତୁ। ଏହାବାଦ ଏକ ଚାମଚ ମେଥିକୁ ଗୋଟେ କପ ପାଣିରେ ରାତିସାରା ଭିଜାଇ ରଖନ୍ତୁ। ସକାଳୁ ଏହି ପାଣିକୁ ପିଅନ୍ତୁ। ଏହା ଦ୍ୱାରା ଓଜନ ମଧ୍ୟ ସନ୍ତୁଳିତ ରହିଥାଏ। ସେହିପରି ପ୍ରତିଦିନ ମେଥି ପାଉଡର୍‌ ଏକ ଚାମଚ ଖାଇଲେ କୋଷ୍ଠକାଠିନ୍ୟ ଦୂର ହୁଏ। ଗୋଟିଏ ଚାମଚ ଲେମ୍ବୁ ରସ, ମହୁ ସହ ମେଥି ଖାଇବା ଦ୍ୱାରା ଥଣ୍ଡା, ଜ୍ୱର, କାଶ ଏବଂ ଗଳାକଷ୍ଟରୁ ରକ୍ଷା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ...

୧୦ ବର୍ଷର ପୁରୁଣା ମାମଲା ତୁରନ୍ତ ଫଇସଲା ଲାଗି ହାଇକୋର୍ଟଙ୍କୁ ଅନୁରୋଧ

ନୂଆଦିଲ୍ଲୀ,୨୧।୧୧(ପି.ଟି.): ଦଶବର୍ଷ ତଳର ମାମଲାଗୁଡ଼ିକୁ ତୁରନ୍ତ ଫଇସଲା କରିବା ଲାଗି ଆଇନ ମନ୍ତ୍ରଣାଳୟ ପକ୍ଷରୁ ହାଇକୋର୍ଟଗୁଡ଼ିକୁ ଅନୁରୋଧ କରାଯାଇଥିବା ବୁଧବାର ବିଭାଗୀୟ ମନ୍ତ୍ରୀ ରବିଶଙ୍କର ପ୍ରସାଦ...

ମହାକାଶରେ ରୋବୋ ପରୀକ୍ଷଣ : ସ୍ପେସ୍‌ ଷ୍ଟେଶନ୍‌ ପାଇଁ ରିସର୍ଚ୍ଚ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ

ଓ୍ବାଶିଂଟନ୍‌,୨୦।୫(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ମହାକାଶରେ ରୋବୋର ହାର୍ଡଓ୍ବେର ଟେଷ୍ଟ ସମ୍ପୂର୍ଣ୍ଣ ହୋଇଛି। ଏହାଦ୍ୱାରା ନିକଟ ଭବିଷ୍ୟତରେ ଇଣ୍ଟରନ୍ୟାଶ୍‌ନାଲ ସ୍ପେସ୍‌ ଷ୍ଟେଶନ୍‌...

ଦୁଃଖ ସମୟରେ ଶ୍ରୀଲଙ୍କା ସହିତ ଭାରତ ରହିଛି: ମୋଦି

ନୂଆଦିଲ୍ଲୀ,୨୧।୪: କଲମ୍ବୋରେ ହୋଇଥିବା ସିରିଜ୍‌ ବିସ୍ଫୋରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଡ଼ା ସମାଲୋଚନା କରିବା ସହିତ ଏଭଳି ଦୁଃଖଦ ସ୍ଥିିତିରେ ଶ୍ରୀଲଙ୍କା ସହିତ ଭାରତ ରହିଛି...

ରାମ ମନ୍ଦିର ଭୂମିପୂଜନ ପାଇଁ ଶୁଭ ସମୟ ସ୍ଥିର କରିଥିବା ପୂଜାରୀଙ୍କୁ ଧମକ

ବେଙ୍ଗାଲୁରୁ,୪।୮: ରାମ ମନ୍ଦିର ଭୂମି ପୂଜନର ମୁହୂର୍ତ୍ତକୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନି। ଏହି ମୁହୂର୍ତ୍ତ ନେଇ ଏବେ ଏକ ପ୍ରଶ୍ୱବାଚୀ ସୃଷ୍ଟି...

ଓଜନ କମାଇବାରେ ସହାୟକ ହେବ କମଳା ଚୋପା

ଆଜିକାଲି ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କଲେ ମଧ୍ୟ ତାହା ଫଳପ୍ରଦ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କମଲ ହାସନଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୨୭।୫: ମକଲ ନିଧି ମଇଅମର ଅଧ୍ୟକ୍ଷ ତଥା ଭେଟେରାନ୍‌ ଅଭିନେତା କମଲ ହାସନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ...

ପୁଅ ଅପେକ୍ଷାରେ ଥିଲେ ପରିବାର ଲୋକେ, ପୋଲିସ କଲା ଏମିତି କାମ

ନୂଆଦିଲ୍ଲୀ,୭।୯: ରାଜଧାନୀ ଦିଲ୍ଲୀ ନିକଟରେ ଥିବା ନୋଏଡାଠାରେ ପୋଲିସର ଚରମ ଅବହେଳା ଦେଖିବାକୁ ମିଳିଛି। ଜଣେ ୨୦ ବର୍ଷ ବୟସ୍କ ଯୁବକ ନିଖୋଜ ହୋଇଯାଇଥିଲେ, ପୋଲିସ...

Advertisement

BGU

Archives

Model This Week

Why Dharitri