ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ମେଥି ଶାଗ

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ, ମେଥି ଶାଗ ଶରୀର ପାଇଁ ଉପକାରୀ ହୋଇଥାଏ। ମେଥି ଶାଗରେ ପ୍ରୋଟିନ୍‌, ଫାଇବର୍‌ ଏବଂ ଆଇରନ୍‌ ପ୍ରଚୁର ମାତ୍ରାରେ ମିଳିଥାଏ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମେଟରୀ ଗୁଣ ଶରୀରର ବିଭିନ୍ନ ଯନ୍ତ୍ରଣା ଦୂର ହୋଇଥାଏ। ମେଥି ଶାଗରେ ଆଣ୍ଟିି ଅକ୍ସିଡାଣ୍ଟ୍‌ ଭରପୂର୍‌ ଥାଏ। ଏହାଛଡ଼ା ମେଥି ଦାନାରେ ପେଟ୍ରୋଲିୟମ୍‌ ଇଥର ଏକ୍ସଟ୍ରାକ୍ଟ ନାମକ ଯୌଗିକ ରହିଥାଏ, ଯେଉଁଥିରେ ମୁଖ୍ୟ ରୂପରେ ଲିନୋଲିକ୍‌ ଏସିଡ୍‌ ଏବଂ ଲିନୋଲେନିକ୍‌ ଏସିଡ୍‌ ସାମିଲ ଥାଏ। ଏହାର ସେବନ ଦ୍ୱାରା ଆଣ୍ଠୁଗଣ୍ଠି ଏବଂ ମେରୁଦଣ୍ଡରେ ହେଉଥିବା ଅସହନୀୟ ଯନ୍ତ୍ରଣାରୁ ଉପଶମ ମିଳିଥାଏ। ମଧୁମେହ ରୋଗୀଙ୍କ ପାଇଁ ମେଥି ଶାଗ ଖୁବ ଉପଯୋଗୀ ଅଟେ। ଖାଦ୍ୟକୁ ଭଲ ଭାବେ ହଜମ କରିବା ସହ କୋଷ୍ଠକାଠିନ୍ୟ ଜନିତ ସମସ୍ୟାକୁ ଦୂର କରିଥାଏ। ସାଧାରଣତଃ ପିଲାମାନଙ୍କ ପେଟରେ କୃମି ହୋଇଯାଏ। ଏହି ମେଥି ଶାଗ ଖାଇବା ଦ୍ୱାରା କୃମି ଜନିତ ସମସ୍ୟାରୁ ମୁକ୍ତି ମିଳେ। ମେଥି ପତ୍ରକୁ ବାଟି ଏହାକୁ କେଶରେ ଲଗାଇଲେ, କେଶ ଘନ ଓ କଳା ହୋଇଥାଏ। ଏହାର ପତ୍ରକୁ ପେଷି ମୁହଁରେ ଲଗାଇଲେ ମୁହଁର ଉଜ୍ୱଳତା ବଢିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri