ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଆମ୍ବପତ୍ର

ଆମ୍ବ ପତ୍ରରେ ଭିଟାମିନ୍‌ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍‌ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ ରୋଗୀଙ୍କ ପାଇଁ ଏକପ୍ରକାର ବରଦାନ କହିଲେ ଅତ୍ୟୁକ୍ତି ହେବ ନାହଁି। ଯଦିଓ ଆମ୍ବ ଖାଇବା ସେମାନଙ୍କ ପାଇଁ ଅସ୍ବାସ୍ଥ୍ୟକର କିନ୍ତୁ ଆମ୍ବପତ୍ର ବେଶ୍‌ ଫାଇଦା ଦେଇଥାଏ। ଆମ୍ବପତ୍ରରେ ଏମିତି କିଛି ତତ୍ତ୍ୱ ଥାଏ, ଯାହା କେବଳ ମଧୁମେହ ନୁହେଁ ବରଂ ଅନ୍ୟସମସ୍ତ ରୋଗ ପାଇଁ ବିଶେଷ ଲାଭଦାୟକ ସା୍ଯଯସ୍ତ ହୋଇଥାଏ। ଆମ୍ବପତ୍ରକୁ ଚାହଁିଲେ, ଶୁଖାଇ ପାଉଡର୍‌ ପ୍ରସ୍ତୁତ କରି ସେବନ କରିପାରିବେ। ନଚେତ୍‌ ପତ୍ରକୁ ଚା’ ଭଳି ଫୁଟାଇ ପିଇପାରିବେ। ଯେକୌଣସି ଉପାୟରେ ସେବନ କଲେ ମଧ୍ୟ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଥିବା ଏନ୍ଥୋସାଇନିନ୍‌ ନାମକ ଟୋନିନ୍‌ ରୋଗ ନିୟନ୍ତ୍ରଣରେ ବିଶେଷ ଭାବେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

ମୋଦି ଭଗବାନ ଶିବଙ୍କ ଅବତାର: ଭାଜପା ମନ୍ତ୍ରୀ

ଶିମଲା,୧୨।୩ ହିମାଚଳ ପ୍ରଦେଶର ନଗର ଉନ୍ନୟନ ମନ୍ତ୍ରୀ ସୁରେଶ ଭରଦ୍ୱାଜ ଶିମଲା ରାମ ମନ୍ଦିରରେ ଶିବରାତ୍ରୀ ଉପରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଆସାମ-ମେଘାଳୟ ସୀମା ବିବାଦ ତୁଟିଲା…

ନୂଆଦିଲ୍ଲୀ, ୨୯।୩ : ଦୀର୍ଘ ୫୦ ବର୍ଷ ଧରି ଆସାମ ଏବଂ ମେଘାଳୟ ମଧ୍ୟରେ ଜାରି ରହିଥିବା ସୀମା ବିବାଦ ଶେଷରେ ତୁଟିଛି। ଦୁଇରାଜ୍ୟର ମୁଖ୍ୟମନ୍ତ୍ରୀ...

ପୁରା ଦେଶ ଲକ୍‌ଡାଉନ୍‌

ନୂଆଦିଲ୍ଲୀ,୨୪ା୩(ପି.ଟି.)- ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହାକୁ ରୋକିବା ପାଇଁ ଦେଶବ୍ୟାପୀ ୩ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯିବ।...

ଜେଏନ୍‌ୟୁ ହିଂସା: ମୋଦିଙ୍କୁ ଟାର୍ଗେଟ କଲେ ବିରୋଧୀ

ନୂଆଦିଲ୍ଲୀ,୬।୧: ରାଜଧାନୀ ଦିଲ୍ଲୀରେ ଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନୟୁ)ରେ ରବିବାରଠାରୁ ଉପୁଜିଥିବା ହିଂସା ଘଟଣାକୁ ନେଇ ଏବେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ।...

ନୂଆ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି: କହିଲେ, ଏକାଠି ହୋଇ କାମ କରିବା

ନୂଆଦିଲ୍ଲୀ/ଲଣ୍ଡନ, ୨୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିବାରୁ ସୁନକଙ୍କୁ...

ସତର୍କ ରହିବାକୁ ରାଜ୍ୟକୁ ପରାମର୍ଶ

ନୂଆଦିଲ୍ଲୀ,୮ା୪: ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ ହସ୍ପିଟାଲଗୁଡ଼ିକରେ ଆସନ୍ତା ସପ୍ତାହରେ...

ଡିଆର୍‌ଆଇକୁ ଫେରିଲେ ଓ୍ବାଙ୍ଖଡେ

ମୁମ୍ବାଇ, ୪ା୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ର ମୁମ୍ବାଇ ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସେ ରାଜସ୍ବ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ(ଡିଆର୍‌ଆଇ)କୁ ଫେରିଛନ୍ତି।...

Advertisement
Archives

Model This Week