ମଧୁମେହ ସହ ଏସବୁ ରୋଗ ଲାଗି ଉପକାରୀ ଛତୁ

ଛତୁରେ ପ୍ରଚୁର ପରିମାଣରେ ପ୍ରୋଟିନ ଫାଇବର ରହିଥାଏ। ଏହାସହ ଭିଟାମିନ-ବି ମହଜୁଦ ରହିଥାଏ। ଏହା ଶରୀରରେ କୋଲେଷ୍ଟରଲ ପରିମାଣକୁ ନିୟନ୍ତ୍ରଣ କରିବା ସହ ଓଜନ ମଧ୍ୟ କମ୍‌ କରିଥାଏ। ତେବେ ସବୁ ପ୍ରକାର ଛତୁ ଖିଆଯାଇ ନ ଥାଏ। କାରଣ ଏଥିରୁ କିଛି ବିଷ ମଧ୍ୟ ହୋଇଥାଏ। ଉଚ୍ଚ ରକ୍ତଚାପରେ ଆକ୍ରାନ୍ତ ଲୋକଙ୍କ ଲାଗି ଏହା ବରଦାନ ସଦୃଶ। ଏହାସହ ହୃଦ୍‌ଘାତ ଲାଗି ମଧ୍ୟ ଲାଭକାରୀ ହୋଇଥାଏ। ତେବେ ଜାଣନ୍ତୁ ଛତୁର କେତେକ ଉପକାରୀ ଗୁଣ ସମ୍ପର୍କରେ…

ଛତୁରେ ଆଣ୍ଟି କ୍ୟାନ୍‌ସର ଗୁଣ ରହିଥାଏ। ତେଣୁ ଏହାକୁ ଖାଇବା ଫଳରେ କ୍ୟାନ୍‌ସର ଆଶଙ୍କା କମ୍‌ ହୋଇଥାଏ।

ଏଥିରେ କମ୍‌ ପରିମାଣର କ୍ୟାଲୋରି ରହିଥିବାରୁ ଓଜନ କମ୍‌ ହୋଇଥାଏ। ଏହାକୁ ଖାଇବାର ଅନେକ ସମୟ ପର୍ଯ୍ୟନ୍ତ ଭୋକ ଲାଗି ନ ଥାଏ।

ଏହା ହୃଦ୍‌ଘାତ ସହିତ ହାଡ଼ ଲାଗି ମଧ୍ୟ ଉପକାରୀ ହୋଇଥାଏ ।

ମଧୁମେହ ରୋଗୀଙ୍କ ଲାଗି ମଧ୍ୟ ଛତୁ ଉପକାରୀ ହୋଇଥାଏ । ଏଥିରେ କମ୍‌ ପରିମାଣର କାର୍ବୋହାଇଡ୍ରେଟ୍‌ ଥିବାରୁ ଏହା ରକ୍ତରେ ସୁଗାର ମାତ୍ରା କମ୍‌ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ, ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ

ଭୁବନେଶ୍ୱର,୧୨।୧୨: ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...

AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ

ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri