ମଧୁମେହ ସହ ଏସବୁ ରୋଗ ଲାଗି ଉପକାରୀ ଛତୁ

ଛତୁରେ ପ୍ରଚୁର ପରିମାଣରେ ପ୍ରୋଟିନ ଫାଇବର ରହିଥାଏ। ଏହାସହ ଭିଟାମିନ-ବି ମହଜୁଦ ରହିଥାଏ। ଏହା ଶରୀରରେ କୋଲେଷ୍ଟରଲ ପରିମାଣକୁ ନିୟନ୍ତ୍ରଣ କରିବା ସହ ଓଜନ ମଧ୍ୟ କମ୍‌ କରିଥାଏ। ତେବେ ସବୁ ପ୍ରକାର ଛତୁ ଖିଆଯାଇ ନ ଥାଏ। କାରଣ ଏଥିରୁ କିଛି ବିଷ ମଧ୍ୟ ହୋଇଥାଏ। ଉଚ୍ଚ ରକ୍ତଚାପରେ ଆକ୍ରାନ୍ତ ଲୋକଙ୍କ ଲାଗି ଏହା ବରଦାନ ସଦୃଶ। ଏହାସହ ହୃଦ୍‌ଘାତ ଲାଗି ମଧ୍ୟ ଲାଭକାରୀ ହୋଇଥାଏ। ତେବେ ଜାଣନ୍ତୁ ଛତୁର କେତେକ ଉପକାରୀ ଗୁଣ ସମ୍ପର୍କରେ…

ଛତୁରେ ଆଣ୍ଟି କ୍ୟାନ୍‌ସର ଗୁଣ ରହିଥାଏ। ତେଣୁ ଏହାକୁ ଖାଇବା ଫଳରେ କ୍ୟାନ୍‌ସର ଆଶଙ୍କା କମ୍‌ ହୋଇଥାଏ।

ଏଥିରେ କମ୍‌ ପରିମାଣର କ୍ୟାଲୋରି ରହିଥିବାରୁ ଓଜନ କମ୍‌ ହୋଇଥାଏ। ଏହାକୁ ଖାଇବାର ଅନେକ ସମୟ ପର୍ଯ୍ୟନ୍ତ ଭୋକ ଲାଗି ନ ଥାଏ।

ଏହା ହୃଦ୍‌ଘାତ ସହିତ ହାଡ଼ ଲାଗି ମଧ୍ୟ ଉପକାରୀ ହୋଇଥାଏ ।

ମଧୁମେହ ରୋଗୀଙ୍କ ଲାଗି ମଧ୍ୟ ଛତୁ ଉପକାରୀ ହୋଇଥାଏ । ଏଥିରେ କମ୍‌ ପରିମାଣର କାର୍ବୋହାଇଡ୍ରେଟ୍‌ ଥିବାରୁ ଏହା ରକ୍ତରେ ସୁଗାର ମାତ୍ରା କମ୍‌ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଉପାୟରେ ତ୍ୱଚାରେ ଆସିବ ଚମକ

ସାଧାରଣତଃ ଗୋରା ଏବଂ କୋମଳ ତ୍ୱଚା ପାଇଁ ଲୋକେ ଡାକ୍ତରଙ୍କ ନିକଟକୁ ଯାଇ ଅନେକ ଅର୍ଥ ବ୍ୟୟ କରିଥାନ୍ତି। କିଛି ଦିନ ଗୋରା ଦେଖାଯିବା ପରେ...

ଔଷଧ ଖାଉଥିଲେ…

ସାଧାରଣତଃ ଆମେ କୌଣସି ରୋଗରେ ପୀଡିତ ହେଲେ ଔଷଧ ଖାଇଥାଉ। ବେଳେବେଳେ ମେଡିସିନ୍‌ ଷ୍ଟୋର୍‌ରେ ରୋଗର କାରଣ ସମ୍ପର୍କରେ ସୂଚନା ଦେଇ ଔଷଧ ଆଣିବାକୁ କେତେକ...

ସିଝା କଦଳୀ ସ୍ବାସ୍ଥ୍ୟପାଇଁ ଭଲ

କଦଳୀ ଖାଇଲେ ଅନେକ ଲାଭ ମିଳିଥାଏ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି।  ୟୁରୋପିଆନ ଏକାଡେମୀ ଅଫ୍‌ ଆୟୁର୍ବେଦର ସୂଚନା ଅନୁଯାୟୀ, ସିଝା କଳଦୀ ରାତିରେ ଖାଇଲେ...

ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା

ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍‌, ମିନେରାଲ ଏବଂ...

ମାଇଗ୍ରେନ୍‌ ସମସ୍ୟାର ଘରୋଇ ଉପଚାର

ମାଇଗ୍ରେନ ସମସ୍ୟା ନେଇ ଚିନ୍ତିତ କି? ଯଦି ହଁ, ତେବେ ଏ ନେଇ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ। ହେଲେ ଏପରି କେତେକ...

ଆଜବେଷ୍ଟସକୁ ସାବଧାନ…

ଆଜବେଷ୍ଟସ ସଂସ୍ପର୍ଶରେ ଆସିଲେ ମଣିଷର ଫୁସଫୁସରେ ଦୀର୍ଘଦିନ ଧରି ସଂକ୍ରମଣ ହୋଇ ଏଥିରୁ କ୍ଷତ ହୋଇ ରକ୍ତ କ୍ଷରଣ ହୋଇଥାଏ। ଏଭଳି ଶାରୀରିକ ସମସ୍ୟାକୁ ଡାକ୍ତରୀ...

କର୍ମଜୀବୀ ମା’ଙ୍କ ଲାଗି…

କେତେଜଣ କର୍ମଜୀବୀ ମା’ଙ୍କୁ ପ୍ରସବର କିଛି ମାସ ମଧ୍ୟରେ କର୍ମକ୍ଷେତ୍ରରେ ଯୋଗଦେବାକୁ ହେଉଥିବାରୁ ଶିଶୁକୁ ନିୟମିତ ସ୍ତନ୍ୟପାନ କରାଇବାରେ ଅବହେଳା ହୋଇଥାଏ। କିନ୍ତୁ ଏଭଳି ପରିସ୍ଥିତିରେ...

ବ୍ରେକ୍‌ଅପ ପରେ ମନକୁ ଆସିଥାଏ ଏପରି କଥା

ଯେପରି ଭାବେ କ୍ୟାରିଅର୍‌, ପାଠପଢ଼ାରେ କିଛି ତ୍ରୁଟି ନେଇ ଆମେ ଭାବିଥାଉ ପରେ କିଛି ଜିନିଷକୁ ଭଲ ଭାବରେ ବୁଝିଥାଉ। ସେହିଭଳି ଯେତେବେଳେ କେହି ଜଣେ...

Advertisement


Archives

Model This Week