ମଧୁସୂଦନ ନଗର, ଝାରପଡ଼ା ଆବଦ୍ଧ ଅଞ୍ଚଳ ଘୋଷଣା ନେଇ ଚାଲିଛି ଆଲୋଚନା

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରର ୟୁନିଟ୍‌-୪ ଅନ୍ତର୍ଗତ ମଧୂସୂଦନ ନଗର ଓ ଝାରପଡ଼ା ଅଞ୍ଚଳରୁ ଜଣେ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ସମ୍ପୃକ୍ତ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯିବ କି ନାହିଁ ସେନେଇ ଆଲୋଚନା ଚାଲିଥିବା ବିଏମ୍‌ସି ପକ୍ଷରୁ ଜଣାପଡ଼ିଛି। ବିଏମ୍‌ସିର ଜଣେ ଅଧିକାରୀ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ବିଏମ୍‌ସି ଅଧୀନରେ ଥିବା ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ସୁନ୍ଦରପଦା ଓ ଯଦୁପୁର ଅଞ୍ଚଳକୁ ସିଲ୍‌ କରାଯାଇଛି। ଏବେ ସେ ସମସ୍ତ ଅଞ୍ଚଳରେ ବିଏମ୍‌ସି ସେବା ଯୋଗାଉଥିବାବେଳେ ଲୋକଙ୍କୁ ନିଜ ଘରେ ରହିବାକୁ ପରାମର୍ଶ ଦେଇଛି। ବିଏମ୍‌ସି କମିଶନରଙ୍କ ନେତୃତ୍ୱରେ କେଉଁ ଅଞ୍ଚଳ ସିଲ୍‌ କରାଯାଉଛି ତାହା ସ୍ଥିର କରାଯାଉଥିବାବେଳେ ଏବେ ବିଭାଗୀୟ ସ୍ତରରେ ଉପରୋକ୍ତ ଦୁଇଟି ଅଞ୍ଚଳକୁ ସିଲ୍‌ କରାଯିବ କି ନାହିଁ ସେନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୨୭ ସଂସ୍ଥାର ଜଳକର ବକେୟା ୩୯୩୬.୮୬ କୋଟି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଓ ସହରୀକରଣ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ...

ଘରୁ ମିଳିଲା ପ୍ରେମୀ ଯୁଗଳଙ୍କ କ୍ଷତାକ୍ତ ମୃତଦେହ : ଅନର କିଲିଂ ସନ୍ଦେହ

ପାରଳାଖେମୁଣ୍ଡି,୮ା୩: ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗ୍ରାମରେ ରବିବାର ରାତିରେ ଏକ ଘରୁ ଜଣେ ଯୁବତୀ ଓ ଯୁବକଙ୍କ କ୍ଷତାକ୍ତ ମୃତଦେହ ପୋଲିସ...

ପୁରୀ ସହରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ

ପୁରୀ ଅଫିସ, ୧୧।୫: ପୁରୀ ସହରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇପଡ଼ିଛି। ଆକ୍ରାନ୍ତ ରହୁଥିବା ସମୂଦ୍ର...

ବିଜେପୁର ଉପନିର୍ବାଚନ : ୧୭,୧୮ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା...

ରିଟେଲର ନେଇଛନ୍ତି ଏକାଧିକ କାର୍ଡ

ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା...

କରୋନା ମୁକାବିଲା: ଆଗାମୀ ୮ରୁ ୧୦ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୧୬।୪(ବ୍ୟୁରୋ): ମହାମାରୀ କରୋନା ସମଗ୍ର ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ପ୍ରକୋପ ଓଡ଼ିଶା ଉପରେ ପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ପ୍ରଭାବରେ ଓଡ଼ିଶାରେ ଜଣଙ୍କର...

୫୮ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ଫୁଲବାଣୀ ଅଫିସ,୨୯ା୪: ମନରେ ପାଠ ପଢ଼ିବାର ଇଚ୍ଛା ଥିଲେ ବୟସ କେବେ ବି ବାଧକ ସାଜେନା। ଏହାର ଏକ ଉଦାହରଣ ପାଲଟିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ...

ଯାଜପୁର ଜିଲାରେ ଭୋଟ ଗଣନା ଆରମ୍ଭ

ଯାଜପୁର ଅଫିସ,୨୩।୫: ଯାଜପୁର ଜିଲାର ୭ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଭୋଟ...

Advertisement
Archives

Model This Week