ମଧୁସୂଦନ ଲ’ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର, ୫ା୩(ବ୍ୟୁରୋ): କଟକ ମଧୁସୂଦନ ଲ’ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିଛି। କଲେଜ ବଦଳରେ ‘ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ’ରେ ପରିଣତ ହୋଇଥିବା ନେଇ ବୁଧବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ କେବଳ ସ୍ବୟଂଶାସିତ ନୁହେଁ, ସମସ୍ତ ଆଇନ ମହାବିଦ୍ୟାଳୟ ଅନ୍ତର୍ଭୁକ୍ତ ହେବ। ଅନ୍ୟ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଆଇନ ମହାବିଦ୍ୟାଳୟଗୁଡ଼ିକ ଏହା ଅଧୀନକୁ ଆସିବେ ନାହିଁ। ଆସନ୍ତା ଜୁନ୍‌ ୧ରେ ଏହା ବିଧିବଦ୍ଧ ଭାବେ ଏହା କାର୍ଯ୍ୟକାରୀ ହେବ ବୋଲି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ସୁସ୍ଥ ହେଲେ ୧୭ କରୋନା ପଜିଟିଭ: ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୮୫ ଜଣ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୭ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ର ୭ ଜଣ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମକର୍ତ୍ତାଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ୨୬ରେ ବିଜୁ ଜନତା ଦଳ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ରାଜ୍ୟବାସୀଙ୍କର ଦଳ ଉପରେ ରହିଥିବା ଆସ୍ଥା ବଜାୟ...

ବାପ-ଝିଅଙ୍କୁ ଗୋଡେଇ ଗୋଡେଇ ହାଣିଲେ

ଭଦ୍ରକ ଅଫିସ, ୧୬।୭: ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ ଗୁରୁବାର ରାତିରେ ସାମାନ୍ୟ କଥାକୁ କେନ୍ଦ୍ରକରି ବାପ-ଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଥିରେ...

କ୍ୟାନସର ପୀଡ଼ିତାଙ୍କୁ ସହଯୋଗର ହାତ, ଚିକିତ୍ସା ପାଇଁ ଗଲେ କଟକ

ଲୋଇସିଂହା,୩୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହାର ମୁଖୀ ପଧାନ ା ସିକଲିନ, କ୍ୟାନସର ଓ ପଥରି ରୋଗରେ ପୀଡିତ ହୋଇ ସେ ଯନ୍ତ୍ରଣା ପାଉଥିଲେ ା ଅର୍ଥାଭାବ...

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୬୭୩

ଭୁବନେଶ୍ୱର,୨୦ା୭(ବ୍ୟୁରୋ) : ସୋମବାର ପୁଣି ୬୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା...

୧୯ ଡିଗ୍ରୀ ତଳେ ସାରା ରାଜ୍ୟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ପାରଦ ଖସୁଥିବାରୁ ରାତି ଅପେକ୍ଷା ଭୋର ସମୟରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି।...

ବିଭିନ୍ନ ଧର୍ମର ତୀର୍ଥସ୍ଥଳୀ ବିକାଶ ପାଇଁ ୨୩ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଧର୍ମର ୨୩ଟି ତୀର୍ଥସ୍ଥଳୀର ବିକାଶ ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥ...

Advertisement
Archives

Model This Week