ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଛି ମୁଢ଼ି, ମିକ୍ସଚର

ଲୋଇସିଂହା,୧୮।୮(ଡି.ଏନ୍‌.ଏ.) : ସରକାର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସସାଁ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ଶୁକ୍ରବାର ଭାତ ବଦଳରେ ମୁଢ଼ି ମିକ୍ସଚର ଦିଆଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୮୨ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏତେ ସଂଖ୍ୟକ ପିଲାଙ୍କ ପାଇଁ ମଧ୍ୟାହ୍ନଭୋଜନ ରୋଷେଇ ନ ହୋଇ କ’ଣ ପାଇଁ ମୁଢ଼ି ମିକ୍ସଚର ଦିଆଗଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବନ୍ଦ ପ୍ରଭାବ: ଅଟକାଇଲେ ଯାନବାହନ

ରାୟଗଡ଼ା ଅଫିସ,୧୫।୨ କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦରଦାମ ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା...

ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ...

ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ...

ପଏଁରୀ ତିହାର : ନୃତ୍ୟଗୀତରେ ଦୁଲୁକିଲା ମଞ୍ଚ

ସୋନପୁର,୩।୧(ନି.ପ୍ର.) – ପଶ୍ଚିମ ଓଡିଶାର ପାରମ୍ପରିକ ଲୋକନୃତ୍ୟ ଓ ଗୀତରେ ଗୁରୁବାର ପଏଁରୀ ତିହାରର ଦ୍ୱିତୀୟ ସନ୍ଧ୍ୟାର ମଞ୍ଚ ଦୁଲୁକି ଉଠିଥିଲା। ଢୋଲ, ନିଶାନ ଓ...

ଗଜପତି ରାଜାଙ୍କ ଜମି ଜବରଦଖଲ ଅଭିଯୋଗ

ପାରଳାଖେମୁଣ୍ଡି,୬।୩: ଗଜପତି ଜିଲା ସଦର ମହକୁମାରେ ଥିବା ଗଜପତି ରାଜାଙ୍କ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି। ମହାରାଜାଙ୍କର ଗୁମ୍ମା ତହସିଲ ଅନ୍ତର୍ଗତ ବେତଗୁଡାରେ ଥିବା ଜମି...

ବଢ଼ୁଛି ପାନୀୟଜଳ ସମସ୍ୟା: ଗ୍ରାମବାସୀଙ୍କ ବିକ୍ଷୋଭ

ତାଳଚେର,୨ା୬(ନି.ପ୍ର.)- ତାଳଚେର ବ୍ଲକ କଙ୍କିଳି ପଞ୍ଚାୟତର ନୂଆସାହି, କୃଷକସାହି ଓ ସଇନାଳି ଅଞ୍ଚଳରେ ପାନୀୟ ଜଳର ଘୋର ଅଭାବ ଦେଖାଦେଇଛି। ୨/୩ ହଜାର ଲୋକ ପାଣି...

ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩୧।୭ (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଫତେପୁର ଗ୍ରାମର ୯ ବର୍ଷର ଛାତ୍ରୀ ଶୁଭଶ୍ରୀ ଥାଟେଇ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି।...

‘ଶୁଣାଣିରେ ଭାଗ ନେଇ ନ ଥିଲେ ସତ୍ୟପାଠ ଦାଖଲ କର’

କଟକ ଅଫିସ/କୁଜଙ୍ଗ (ଡି.ଏନ.ଏ.),୧୨ା୩ : ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଛି। ପ୍ରକଳ୍ପକୁ ବିରୋଧ...

Advertisement
Archives

Model This Week