ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଛି ମୁଢ଼ି, ମିକ୍ସଚର

ଲୋଇସିଂହା,୧୮।୮(ଡି.ଏନ୍‌.ଏ.) : ସରକାର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସସାଁ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ଶୁକ୍ରବାର ଭାତ ବଦଳରେ ମୁଢ଼ି ମିକ୍ସଚର ଦିଆଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୮୨ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏତେ ସଂଖ୍ୟକ ପିଲାଙ୍କ ପାଇଁ ମଧ୍ୟାହ୍ନଭୋଜନ ରୋଷେଇ ନ ହୋଇ କ’ଣ ପାଇଁ ମୁଢ଼ି ମିକ୍ସଚର ଦିଆଗଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଧାନରେ ମାଟିଆଗୁଣ୍ଡି ପୋକ

କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା...

ପରୀ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ବାଲେଶ୍ବର ଭାଜପା ମହିଳାମୋର୍ଚ୍ଚା

ବାଲେଶ୍ୱର ଅଫିସ, ୨୭।୨୨: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ଅପହରଣ ଓ ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଅରୁଣ ସାହୁ ଜଡିତ ଥିବା ଅଭିଯୋଗକରି ବାଲେଶ୍ୱର ଭାଜପା...

ଚାଲିଛି ମଦ, ମାଂସର ଭୋଜି, ବଣ୍ଟାଯାଉଛି ଅର୍ଥ

ପାରାଦୀପ,୨୪।୧୦(ସ୍ବ.ପ୍ର.):ପାରାଦୀପ ବନ୍ଦର ଅଥରିଟିର ୨ ବୋର୍ଡ ସଦସ୍ୟ ଚୟନ ପାଇଁ ଅକ୍ଟୋବର ୨୮ରେ ନିର୍ବାଚନ ହେବ। ଏଥିପାଇଁ ଚଳିତଥର ୮ ୟୁନିୟନ ନିର୍ବାଚନରେ ଭାଗ ନେଇଛନ୍ତି।...

ଚଢ଼ା ଦରରେ ବିଦେଶୀ ମଦ ବିକ୍ରି ଅଭିଯୋଗ

ରାୟଗଡ଼(ଗଜପତି),୯।୫: ରାୟଗଡ଼ ବ୍ଲକ ସଦର ମହକୁମାଠାରେ ହୋଇଥିବା ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରେ ଚଢ଼ା ଦରରେ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଏଥିସହ ଖୁଲମଖୁଲା ବେଆଇନ...

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ନାବାଳିକାଙ୍କ ଜୀବନ

ପାରଳାଖେମୁଣ୍ଡି:୧୪।୩: ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡିଠାରୁ ୫କି.ମି କିମି ଦୂର କତଲକଇଠା ଗ୍ରାମରେ ରବିବାର ଏକ ବେସରକାରୀ ସଂସ୍ଥାର ଆମ୍ବୁଲାନ୍ସ ଗାଡି ଧକ୍କାରେ ଜଣେ ନାବାଳିକାଙ୍କ...

୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲି ପୋଚ ଓ ଦେଶୀ ମଦ ଜବତ: ୭ ଗିରଫ

କୁତ୍ରା,୧୪ା୫(ଡି.ଏନ.ଏ.): ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସୁନ୍ଦରଗଡ ଜିଲା କୁତ୍ରା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ଚଢ଼ାଉ କରଯାଇଛି। ଚଢାଉ ବେଳେ ୫ କୁଇଣ୍ଟାଲରୁ...

ବାଲୁକା କଳାରେ ହଳଲଙ୍ଗଳ

କର୍ଲାମୁଣ୍ଡା,୨୬ା୭(ପ୍ରଦୀପ କୁମାର ସାହୁ): ଏବର୍ଷ ବର୍ଷା ବିଳମ୍ବରେ ହୋଇଥିଲେ ହେଁ ବର୍ତ୍ତମାନ ଚାରିଆଡ଼େ ପଲ୍ଲା ରୁଆ, ବେଉଷଣ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି। ଟ୍ରାକ୍ଟର,ପାଓ୍ବାରଟିଲର ଓ...

ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ...

Advertisement
Archives

Model This Week