ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ଅସୁସ୍ଥମାନେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ମୁତାବକ, ସେମାନେ ଗୁରୁବାର ଖାଇଥିବା ମଧ୍ୟାହ୍ନଭୋଜନରେ ମଲା ମୂଷା ବାହାରି ଥିଲା। ଏହି ମଧ୍ୟାହ୍ନଭୋଜନ ଖାଇଥିବା ଛାତ୍ରୀଛାତ୍ରଙ୍କର ମୁଣ୍ଡ ବୁଲାଇ ବାନ୍ତି ହୋଇଥିଲା। ଶୁକ୍ରବାର ସେମାନେ ସ୍କୁଲକୁ ଆସି ବାନ୍ତି କରିବାରୁ ଶିକ୍ଷକ ଧର୍ମେନ୍ଦ୍ର ପ୍ରଧାନ ଏକ ବୋଲେରୋ ଯୋଗେ ସମସ୍ତ ଅସୁସ୍ଥ ୧୯ଜଣ ଛାତ୍ରୀଛାତ୍ରଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଇଛନ୍ତି। ଖବର ପାଇ ଉପଜିଲାପାଳ ପୀତାମ୍ବର ସାମଲ ଓ ସହକାରୀ ଜିଲାପାଳ କାର୍ତ୍ତିକନାଥ ମଣ୍ଡଳ ମେଡିକାଲରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଢ଼ା ଦରରେ ସାର ବିକ୍ରି: ଚିନ୍ତାରେ ଚାଷୀ

ମହାକାଳପଡ଼ା, ୩୦ା୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୋଟ ଚାଷ ଜମି ୨୮,୫୦୦ ହେକ୍ଟରରୁ ଅଧିକ। ସେଥିମଧ୍ୟରୁ ୨୪ ହଜାର ହେକ୍ଟରରୁ ଅଧିକ ଜମିରେ ଖରିଫ ଧାନ...

ବୈତରଣୀ କୂଳ ପାଲଟିଛି ଗଞ୍ଜେଇ ଆଡ୍ଡା

ଯାଜପୁର ଟାଉନ,୧୯ା୧୦(ଡି.ଏନ୍‌.ଏ.): ଯାଜପୁର ସହରରେ ଗଞ୍ଜେଇ ଖୁଲମଖୁଲା ବିକ୍ରି ହେଉଛି। କମ ପରିଶ୍ରମରେ ଅଧିକ ଲାଭ ଆଶାରେ ଯୁବପିଢ଼ି ଗଞ୍ଜେଇ ଚୋରା ବ୍ୟବସାୟ କରୁଥିବା ବେଳେ...

କରୋନା ଯୁଦ୍ଧର ନାୟିକା ରମା : କର୍କଟ ଆକ୍ରାନ୍ତ ଅଙ୍ଗନୱାଡି କର୍ମୀଙ୍କୁ ପ୍ରଶଂସା

ହିଞ୍ଜିଳିକାଟୁ,୧୪ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୋମବାର ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖଣ୍ଡରା...

ମାଈ ହାତୀ ମୃତଦେହ ଉଦ୍ଧାର

ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ...

ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ...

ଖବରକାଗଜ ହକରଙ୍କୁ ସହାୟତା ଦେଲେ ପୂର୍ବତନ ଏମ୍‌ପି

ବାଲେଶ୍ୱର ଅଫିସ,୨୮।୪- କରୋନା ପାଇଁ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଥିବାବେଳେ ରାଜ୍ୟରେ ମଧ୍ୟ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି...

ରାଜ୍ୟ ଖାଦ୍ୟ ସୁରକ୍ଷା ସେବା ଯୋଜନାରେ ୬୬୦ ହିତାଧିକାରୀ ସାମିଲ

ସାକ୍ଷୀଗୋପାଳ,୬।୧୨(ଡି.ଏନ୍‌.ଏ.) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପଡ଼ିଥିବା ୬୬୦ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ସେବାରେ ସାମିଲ କରାଯାଇଛି। ଏହ ସମସ୍ତ ପରିବାରକୁ...

୧ କିଲୋମିଟରକୁ ଘଣ୍ଟାଏ ଲାଗୁଛି

କାଳିଆପାଣି,୮ା୧୨(ଡି.ଏନ.ଏ.): କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ଅସମ୍ଭାଳ ହୋଇ ପଡ଼ିଛି। ଏଠାରେ ଚାଲିଚାଲି, ବାଇକ୍‌ରେ ଓ କିମ୍ବା କାର୍‌ରେ ଗୋଟିଏ କିଲୋମିଟର ରାସ୍ତା ଅତିକ୍ରମ...

Advertisement
Archives

Model This Week