ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି।

ସୂଚନାନୁଯାୟୀ, ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନ ସମୟରେ ପିଲାମାନଙ୍କ ପାଇଁ ଆସିଥିବା ଅକ୍ଷୟପାତ୍ର ଫାଉଣ୍ଡେଶନରୁ ଆସିଥିବା ଖାଦ୍ୟ କିଛି ପିଲା ଖାଇଥିଲେ। ୨ୟ ଶ୍ରେଣୀର ଶ୍ରଦ୍ଧାଞ୍ଜଳି ପଣ୍ଡା ନାମ୍ନୀ ଏକ ଝିଅ ଖାଦ୍ୟରୁ ଏକ ବୁଢ଼ୀଆଣି ବାହାରିବାରୁ ଖାଦ୍ୟକୁ ଫୋପାଡ଼ି ଦେବା ସହିତ ଅନ୍ୟ ପିଲାଙ୍କୁ ଖାଦ୍ୟ ନ ଖାଇବାକୁ କହିଥିଲେ। ଏହାପରେ ଖାଦ୍ୟ ଖାଇଥିବା ପିଲାମାନେ ବାନ୍ତି କରିବାକୁ ଲାଗିଥିଲେ। ସ୍କୁଲର ପ୍ରଧାନ ଶିକ୍ଷକ ଆମ୍ବୁଲାନ୍ସକୁ ଖବର ଦେବା ସହ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ପଠାଇଥିଲେ। ତେବେ କେଉଁ କାରଣ ପାଇଁ ଅଘଟଣ ଘଟିଛି ତାହା ଏ ପର୍ଯ୍ୟନ୍ତ ଜଣା ପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ରସାଳପୁର, ୨୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ହରିଡ଼ା ଗ୍ରାମର ପ୍ରଭାକର ମହାଳିକ ନାମକ ଯୁବକ ଶୁକ୍ରବାର ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ରେଳବାଇ ପୋଲିସ...

ଶିକ୍ଷକ ଅନିରୁଦ୍ଧ ସ୍ବାଇଁ ମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅନଶନ

ହାଟଡିହୀ,୨୦ା୧(ଡି.ଏନ୍‌.ଏ.): ୨୦୨୨ ନଭେମ୍ବର ୧୪ରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲର ଶିକ୍ଷକ ଇଞ୍ଚଳ ଗ୍ରାମର ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ...

୩ ଦଫା ଦାବିରେ ରାସ୍ତା ଅବରୋଧ

ନିରାକାରପୁର,୩୦ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଥାନା ଏସ୍‌ଆଇ ସ୍ବାଗତିକା ବେହେରା ଗତ ଶନିବାର ସରକାରୀ କ୍ୱାର୍ଟର୍ସରେ ଆତ୍ମହତ୍ୟା କରିଥିଲେ। ଆଇଆଇସି ରେବତୀ ଶବର ମାନସିକ...

ଭଙ୍ଗ ହେଉଛି ଭାଇଚାରା

ଢେଙ୍କାନାଳ ଅଫିସ, ୧୦।୯: ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସମୃଦ୍ଧ ଢେଙ୍କାନାଳ ସହର ରାଜନୀତିର ଜଟିଳ ଗଣିତରେ ଛନ୍ଦି ହୋଇପଡ଼ିଛି। ରାଜନୈତିକ ବିବାଦ ପାଇଁ...

ପାଟଣା ରେଞ୍ଜକୁ ପୁଣି ଫେରିଲେ ୨୬ ଟିକିଆ ହାତୀପଲ, ଚିନ୍ତାରେ ଗ୍ରାମବାସୀ

ପାଟଣା,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ପୁଣିଥରେ ୨୬ ଟିକିଆ ବଣୁଆ ହାତୀପଲ କରଞ୍ଜିଆ ରେଞ୍ଜରୁ ଶୁକ୍ରବାର ସନ୍ଧ୍ୟାରେ ଫେରିଛନ୍ତି। ପୂର୍ବରୁ ୫ଦିନ ତଳେ ଏହି...

ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ

ପଟ୍ଟାମୁଣ୍ଡାଇ,୧୯ା୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇକୁ ୧୯୮୮ ଡିସେମ୍ବର ୬ରେ ଏନ୍‌ଏସିର ମାନ୍ୟତା ମିଳିଥିଲା। ପଟ୍ଟାମୁଣ୍ଡାଇ, କଷଣଅଣ୍ଟା, ମାଟିଆ, ବାଲିପାଟଣା, ନୀଳକଣ୍ଠପୁର ପଞ୍ଚାୟତକୁ ନେଇ ଏନ୍‌ଏସି ଘୋଷଣା ହୋଇଥିଲା। ବିଜ୍ଞାପିତ...

ଶିକ୍ଷାନୁଷ୍ଠାନର ୫କି.ମି. ମଧ୍ୟରେ ହେବ ଡିଇଏଲ୍‌ଇଡି ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ଡିଇଏଲ୍‌ଇଡି (ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ) ପରୀକ୍ଷାର୍ଥୀମାନେ ବାସସ୍ଥାନରୁ ଦୂରରେ ରହି ପରୀକ୍ଷା ଦେବାକୁ ଅନିଚ୍ଛା ପ୍ରକାଶ...

ବରଗଡ଼ରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ

ବରଗଡ଼ ଅଫିସ,୨୧।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୪ଜଣ ନୂଆ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ଜଣ ମହିଳା ଥିବାବେଳେ ୨...

Advertisement
Archives

Model This Week