Posted inଜାତୀୟ

ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରୀଛାତ୍ର ଅସୁସ୍ଥ

ବେଙ୍ଗାଲୁରୁ,୬।୧୧: କର୍ନାଟକରେ ଏକ ପ୍ରାଥମିକ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ବୁଧବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଚିତ୍ରଦୁର୍ଗାଠାରେ ଥିବା ସ୍କୁଲର ୧୨୫ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିଲା। ଖାଦ୍ୟ ଖାଇବା ପରେ କିଛି ଛାତ୍ରୀଛାତ୍ରଙ୍କ ମୁଣ୍ଡ ବୁଲାଇ ବାନ୍ତି ହେବା ସହିତ ପେଟରେ ଯନ୍ତ୍ରଣା ହୋଇଥିଲା। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏତେ ସଂଖ୍ୟକ ପିଲାଙ୍କ ପାଇଁ ହସ୍ପିଟାଲରେ ଶଯ୍ୟା ନ ଥିବାରୁ କେତେକଙ୍କୁ ତଳେ ଶୋଇବାକୁ ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ସରକାର ଏକଚ୍ଛତ୍ରବାଦୀ’

ନୂଆଦିଲ୍ଲୀ, ୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସାମ୍ପ୍ରଦାୟିକ, ଫାସିବାଦୀ ତଥା ଏକଚ୍ଛତ୍ରବାଦୀ ବୋଲି ସୋମବାର ଆନ୍ଦୋଳନରତ କୃଷକମାନେ ଅଭିଯୋଗ କରିଛନ୍ତି। ଏଥିସହିତ...

ପାଟନା ପାଇଁ ହ୍ରିତିକ୍‌ଙ୍କ ସମବେଦନା

ନୂଆଦିଲ୍ଲୀ: କ୍ରମାଗତ ବର୍ଷା ଓ ବନ୍ୟା ଯୋଗୁ ବିହାରର ୧୬ ଜିଲାରେ ବନ୍ୟା ସ୍ଥିତି ଉପୁଜିିଛି। ତେବେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ରାଜଧାନୀ ପାଟନା।...

ବସ୍‌ ଭିତରକୁ ଘୋଷାଡ଼ି ନେଇ ନାବାଳିକାଙ୍କୁ ବଳାତ୍କାର

ଭଦୋଦରା,୧୩।୧: ୧୬ ବର୍ଷୀୟା ନାବାଳିକାଙ୍କୁ ଏକ ଖାଲି ବିଳାଶପୂର୍ଣ୍ଣ ବସ୍‌ ଭିତରକୁ ଘୋଷାଡ଼ି ନେଇ ବଳାତ୍କାର କରାଯାଇଛି। ଗୁଜରାଟର ଭଦୋଦରା ସହରରେ ଏଭଳି ଘଟଣା ଘଟିଥିବା...

ଭାଜପାକୁ ଟାର୍ଗେଟ କଲେ ଆଦିତ୍ୟ

ମୁମ୍ବାଇ,୧୯।୧୨: ଶିବସେନା ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବିଧାନସଭାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି...

ଦିନକ ମଧ୍ୟରେ ଉତ୍ତର ଦିଅ

ନୂଆଦିଲ୍ଲୀ,୭।୧: ପଞ୍ଜାବର ଫିରୋଜପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଉପରେ ଭଠିଣ୍ଡା ପୋଲିସକୁ ନୋଟିସ ଜାରି କରିଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। ଉତ୍ତର...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ...

ରାଷ୍ଟ୍ରପତି ସଚିବଙ୍କ କାର୍ଯ୍ୟକାଳ ୩ ବର୍ଷ ବଢ଼ିଲା

ନୂଆଦିଲ୍ଲୀ,୨୫ା୭(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ସଞ୍ଜୟ କୋଠାରୀଙ୍କ କାର୍ଯ୍ୟକାଳ ୩ ବର୍ଷ ବୃଦ୍ଧି କରାଯାଇଛି। ଏନେଇ ସରକାର ବୁଧବାର ଅନୁମୋଦନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ...

ଟିକାକରଣକୁ ଅପେକ୍ଷା ନ କରି ଖୋଲାଯାଉ ସ୍କୁଲ, ପ୍ରଭାବିତ ହେଉଛି ଶିଶୁଙ୍କ ବିକାଶ: ବିଶ୍ୱ ବ୍ୟାଙ୍କ

ନୂଆଦିଲ୍ଲୀ,୪ ।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦୀର୍ଘ ପ୍ରାୟ ୧ ବର୍ଷରୁ ଅଧିକ ସମୟ ହେବ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପିଲାମାନଙ୍କୁ...

Advertisement
Archives

Model This Week