ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଝିଟିପିଟି: ଭୟରେ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ବାଲେଶ୍ୱର ଅଫିସ,୧୭।୧୦- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାଳବାଲେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଅଣ୍ଡା ତରକାରିରୁ ଏକ ମଲା ଝିଟିପିଟି ବାହାରିଥିଲା। ଏହାପୂର୍ବରୁ କେତେକ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନ ଖାଇ ସାରିଥିଲେ। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ଆଶଙ୍କାରେ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଆମ୍ବୁଲାନ୍ସ ମଗାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ୧୮ ଜଣ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଡାକ୍ତର ସେମାନଙ୍କ ସ୍ବାସ୍ଥ୍ୟବସ୍ଥାରେ କୌଣସି ଖରାପ ନ ଥିବାର କହିବରୁ ସମସ୍ତଙ୍କୁ ନେଇ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ରାସ୍ତାରେ ବାଇକ୍‌ ପାର୍କିଂ କଲେ ଦେବେ ଜରିମାନା

ଖୋର୍ଦ୍ଧା ଅଫିସ,୯।୭: ଖୋର୍ଦ୍ଧା ସହରରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ରାସ୍ତାରେ ପାର୍କିଂ ଯୋଗୁ ଯାତାୟାତରେ ଅସୁବିଧା ହେଉଛି। ଏ ନେଇ ପ୍ରଶାସନ ପକ୍ଷରୁ...

ଜନଧନ ଟଙ୍କା ପାଇଁ ଖଟିଆରେ ଟଣା ହେଲେ ଶତାୟୁ ମହିଳା

ନୂଆପଡ଼ା ଅଫିସ,୧୩ା୬-ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ ସମ୍ମୁଖକୁ ଅଣାଯିବା ଘଟଣା ଏଠାରେ ତୀବ୍ର ପ୍ରତିକ୍ରିୟା...

ଚିହ୍ନଟ ୪ଗାଁର ବିସ୍ଥାପିତଙ୍କ ସହ ଆଲୋଚନା

ଦିଗପହଣ୍ଡି,୮ା୨(ଡି.ଏନ୍‌.ଏ.)-ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଛେଳିଗଡ଼ ଗ୍ରାମ ନିକଟରେ ଏକ ବୃହତ ଜଳସେଚନ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୧୯୯୯ ମସିହାରେ ରାଜ୍ୟ ଜଳ ସମ୍ପଦ ବିଭାଗ...

୧୦ ଗାଡ଼ି ଜବତ, ୨.୮୦ ଲକ୍ଷ ଜରିମାନା

ଜଳେଶ୍ୱର, ୧୭ା୩(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ବାରମ୍ବାର ଅଭିଯୋଗ ପରେ ପ୍ରଶାସନର ଚେତା ପଶିଛି। ଜଳେଶ୍ୱର ତହସିଲଦାର ଓ ଏସ୍‌ଡିପିଓ ମିଳିତ ଭାବେ...

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାପଡ଼ାହାଣ୍ଡି,୫।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ଝାଳିଆଗୁଡ଼ା ଗ୍ରାମର ଜଣେ ଯୁବକ ସୋମବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କର ନାମ ଆଶାରାମ...

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ପରିବାରକୁ ଜଣାଇଲେ ସମବେଦନା

ସରଣ୍ଡା,୧୩।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୁଣମଣି କର୍ମୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ କର୍ମୀଙ୍କ ପୁତ୍ର...

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ରାଜନଗର,୧୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାନବଡ଼ ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ କୁଶାଇଲୋ ଗ୍ରାମର ନରହରି ଦାସଙ୍କ ଝିଅ ନମିତା (୧୪)ଙ୍କ ରବିବାର ପୋଖରୀରେ ବୁଡ଼ି...

ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ...

Advertisement
Archives

Model This Week