ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ

ଶେରଗଡ,୨୪ା୭(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ ସ୍ବାଇଁ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ତଦାରଖ କରିଥିଲେ। ଛାତ୍ରୀଛାତ୍ର ମାନେ ମଧ୍ୟାହ୍ନ ଭୋଜନ ଖାଉଥିବାବେଳେ ପହଞ୍ଚତ୍ ମାନ ଯାଞ୍ଚ କରିବା ସହ ଛାତ୍ରୀଛାତ୍ରଙ୍କୁ ପଚାରି ବୁଝିଥିଲେ। ଏନେଇ ଶିକ୍ଷକଙ୍କ ସହ କଥା ମଧ୍ୟ ହୋଇଥିଲେ। ସିଆର୍‌ସିସି ବିଷ୍ଣୁ ଚରଣ ମିଶ୍ର ଉପସ୍ଥିତ ଥିବାବେଳେ ଚିତ୍ତ ରଞ୍ଜନ ପାଣିଗ୍ରାହୀ, ସନ୍ତୋଷ କୁମାର ପଟ୍ଟନାୟକ, ଅରୁଣ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ...

ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪...

ପାନପୋଷ ରେଳଧାରଣା କଡ଼ରେ ପଡ଼ିଛି ୨ ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୧୮।୧୨: ସୁନ୍ଦରଗଡ଼ ଜିଲା ପାନପୋଷ ରେଳ ଷ୍ଟେଶନରୁ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହକୁ ରେଳବାଇ ପୋଲିସ ଶୁକ୍ରବାର ଜବତ କରିଛି। ପୋଲିସ ମୃତଦେହ...

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ,...

୨ ପୋଲିସ କଲୋନୀରେ ରାସ୍ତା ନାହିଁ କି ଡ୍ରେନ୍‌ ନାହିଁ

ଗଞ୍ଜାମ,୨୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଉଭୟ ପୁରୁଣା ଓ ନୂଆ ପୋଲିସ କଲୋନୀ ଡ୍ରେନ୍‌ ଓ ରାସ୍ତାର ସୁବିଧା ନାହିଁ। ଫଳରେ ଉକ୍ତ...

ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ। ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ୯୬୬ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ବିଦ୍ୟାଳୟ ଓ...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି: ଭଙ୍ଗାଗଲା ଘରୋଇ କୋଠା

ପୁରୀ ଅଫିସ୍‌, ୧୭।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୋମବାର ଦୋଳବେଦୀ କୋଣସ୍ଥିତ ଏକ ତିନି ମହଲା ଘରୋଇ କୋଠା ଭଙ୍ଗାଯାଇଥିବାବେଳେ...

୫ ବର୍ଷରେ ଗଲାଣି ୨୫ ହଜାର ଜୀବନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତା ବଢ଼ାଇବାରେ ଲାଗିଛି। ସୁପ୍ରିମକୋର୍ଟ ସୁରକ୍ଷା କମିଟି ପରାମର୍ଶ ସତ୍ତ୍ୱେ ରାଜ୍ୟରେ ଦୁର୍ଘଟଣା ହାର ବଢ଼ିଚାଲିଛି। ଗତ ୫ ବର୍ଷରେ...

Advertisement
Archives

Model This Week