ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଯାଞ୍ଚ କଲେ ବିଧାୟକ

ବଇଣ୍ଡା,୧୪।୮(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଙ୍ଗଳବାର କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବଇଣ୍ଡା ରାମଦେଓ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସି ବିଧାୟକ ମଧ୍ୟାହ୍ନଭୋଜନ ଯାଞ୍ଚ କରିଥିଲେ। ପରେ ବିଦ୍ୟାଳୟର ସମସ୍ତ କାଗଜପତ୍ର ଓ ଶିକ୍ଷକମାନଙ୍କ ଉପସ୍ଥାନ ଖାତା ତନଖି କରିଥିଲେ। ଏହାପରେ ଛାତ୍ରୀଛାତ୍ରଙ୍କ ପାଠପଢା ସମ୍ପର୍କରେ ପଚାରି ବୁଝିଥିଲେ। ପରିଚାଳନା କମିଟି ବୈଠକ ବସୁ ନ ଥିବା ଯୋଗୁ ବିଧାୟକ ଅସନ୍ତୋଷ ପ୍ରକାଶ କରିଥିଲେ। ସେଠାରୁ ଗାଁ ବଇଣ୍ଡା ପ୍ରାଥମିକ ବିଦ୍ୟାଳୟ ଓ ହାଇସ୍କୁଲ ପରିଦର୍ଶନରେ ଯାଇ ଶିକ୍ଷକମାନଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଲି ପାହାଡ଼ରେ ବେଆଇନ ପଥର କ୍ବାରି

ଯାଜପୁର ଅଫିସ,୫।୧୦: ଯାଜପୁର ଜିଲା ସୀମାନ୍ତବର୍ତ୍ତୀ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲି ପାହାଡରେ ବେଆଇନ ପଥରକ୍ବାରି ଉପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)...

ଲକ୍‌ ଡାଉନ ନିୟମ ଉଲ୍ଲଂଘନ, ୨ ଦୋକାନ ସିଲ୍‌ କଲା ପ୍ରଶାସନ

ବରଗଡ଼ ଅଫିସ୍‌,୨୨।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିରୁ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ...

ପୁଣି ଦବିଲା ଆନନ୍ଦପୁର ବୈତରଣୀ ସେତୁ

ଆନନ୍ଦପୁର,୩୦। ୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ଗୋଟିଏ ପିଲର ଯୋଡେଇ ସ୍ଥାନ ପୁନର୍ବାର ଦବିଯିବା ପରିଲକ୍ଷିତ ହୋଇଛି। ପିଲର ଉପରେ ଥିବା...

ଗୁଣି ସନ୍ଦେହରେ ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇଲେ

ଫୁଲବାଣୀ ଅଫିସ, ୯ା୫: କନ୍ଧମାଳ ଜିଲା ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହ କରି ଏକ ବୃଦ୍ଧ ଦମ୍ପତିଙ୍କୁ ଲୋକେ ଅଖାଦ୍ୟ ଖୁଆଇଛନ୍ତି। ସେମାନେ...

ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ଗୁରୁବାର ଏସ୍‌ଟି କେସ୍‌ ନଂ. ୭୬/୧୩୨/୧୭/୧୫, ଘସିପୁରା ଥାନା କେସ୍‌ ୬୯/୧୩.୪.୨୦୧୫ର ବିଚାର...

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଢେଙ୍କାନାଳ ଗସ୍ତ ‘୫୫ନଂ. ଏନ୍‌ଏଚ୍‌ କାମ ଶୀଘ୍ର ସାର’

ଢେଙ୍କାନାଳ ଅଫିସ, ୮।୧୨ –  ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶନିବାର ଢେଙ୍କାନାଳ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ପରିଦର୍ଶନ କରିଛନ୍ତି।...

ପଞ୍ଚାୟତସ୍ତରରୁ କାର୍ଯ୍ୟକରିବ ନିୟନ୍ତ୍ରଣ କକ୍ଷ

ଢେଙ୍କାନାଳ ଅଫିସ, ୧।୩ – ଚଳିତବର୍ଷ ରେକର୍ଡ ଭାଙ୍ଗିବ ଗ୍ରୀଷ୍ମ ପ୍ରବାହ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପରି ସୂଚନା ଦିଆଯିବା ପରେ ତାତିର ମୁକାବିଲା...

ଟ୍ରେନିଂ ନେବାକୁ ଆସି କେନ୍ଦୁଝରରେ ଫସିିଛନ୍ତି ୧୨ ଯୁବକ

କେନ୍ଦୁଝର,୯ା୪(ସ୍ବ.ପ୍ର.): ଟ୍ରେନିଂ ନେବାକୁ ଆସି ଲକ୍‌ ଡାଉନ ଯୋଗୁଁ ୧୨ ଜଣ ଯୁବକ କେନ୍ଦୁଝରରେ ଫସି ରହିଛନ୍ତି । ସେମାନଙ୍କ ଘର ବାଲେଶ୍ୱର ଓ ମୟୂରଭଞ୍ଜ...

Advertisement
Archives

Model This Week