ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ ଥିବା ଜଣାପଡିଛି। ଜ୍ୟୋତିରାଦିତ୍ୟ ଗୁନା ଆସନରୁ ନିର୍ବାଚନ ଲଢୁଥିଲେ।
ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ ଥିବା ଜଣାପଡିଛି। ଜ୍ୟୋତିରାଦିତ୍ୟ ଗୁନା ଆସନରୁ ନିର୍ବାଚନ ଲଢୁଥିଲେ।
ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...
କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...
ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...
ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...
ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...
ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...
ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ...
ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।...
