ମନମୋହନଙ୍କ ସମୟରେ ବ୍ୟାଙ୍କ ସ୍ଥିତି ଅତ୍ୟନ୍ତ ବିଗିଡ଼ିଛି: ସୀତାରାମନ

ନୂଆଦିଲ୍ଲୀ,୧୭-୧୦: ପୂର୍ବତନ ପ୍ରଧାମନ୍ତ୍ରୀ ମନମୋହନ ସିଂ ଏବଂ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନଙ୍କ ସମୟରେ ଦେଶର ବ୍ୟାଙ୍କଗୁଡିକର ସ୍ଥିତି ଅତ୍ୟନ୍ତ ବିଗିଡିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର କହିଛନ୍ତି। କଲମ୍ବିଆ ବିଶ୍ୱବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ସ୍ଥିତିରେ ଉନ୍ନତି ଆଣିବା ସରକାରଙ୍କ ପ୍ରମୁଖ କାର୍ଯ୍ୟ ହେବ। ରଘୁରାମ ରାଜନଙ୍କୁ ଜଣେ ସ୍କଲାର ଭାବେ ସେ ସମ୍ମାନ କରନ୍ତି। ମାତ୍ର ରାଜନ ଗଭର୍ନର ଥିବା ବେଳେ ରାଜନେତାଙ୍କ ଫୋନ କଲ୍‌ରେ ଋଣ ମଞ୍ଜୁର ହେଉଥିଲା ଯାହାର ଫଳ ଆଜି ବ୍ୟାଙ୍ଗଗୁଡିକ ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ସାଧାରଣ ଲୋକଙ୍କ ପାଇଁ ଖୁସିଖବର, କମିଗଲା…

ନୂଆଦିଲ୍ଲୀ,୧୫।୧୨: ନଭେମ୍ୱର ମାସରେ ଭାରତର ପାଇକାରୀ ମୁଦ୍ରାସ୍ଫୀତି ହାର ନକାରାତ୍ମକ ହୋଇଗଲା, ଯାହା ବର୍ଷ ବର୍ଷ ଧରି 0.32% ହ୍ରାସ ପାଇଲା। ଏହି ହ୍ରାସ ମୁଖ୍ୟତଃ ଖାଦ୍ୟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri