ମନମୋହିଲା ପାଇକ ସମରକଳା

କଣିହଁ।, ୮।୧୦(ଡି.ଏନ.ଏ.)-କଣିହଁ। ବ୍ଲକର ବିଭିନ୍ନ ଗ୍ରାମରେ ମଙ୍ଗଳବାର ବିଜୟାଦଶମୀ ଓ ଦଶହରା ଉତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ବଜ୍ରକୋଟ ଗ୍ରାମରେ ଦେବୋତ୍ତର କମିଟି ସଭାପତି ଫକୀରମୋହନ ସାମଲ ପାଇକକଳା ପ୍ରଦର୍ଶନ କରି ସମସ୍ତଙ୍କ ମନୋରଞ୍ଜନ କରିଥିଲେ। ସେହିପରି ଜମାନିଅଁ।, ସାନକାକୁଡ଼ିଆ, କୁଲୁଇ ଗ୍ରାମରେ ପାଇକମାନେ ଶୋଭାଯାତ୍ରାରେ ଆସି ସମରକଳା ପ୍ରଦର୍ଶନ କରିଥିଲେ। କମିଟି ତରଫରୁ ଖେଳକୁଦ ଓ ଲୋକକଳା ପ୍ରତିଯୋଗିତା କରାଯାଇ ବିଜୟୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସନ୍ଧ୍ୟାରେ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦଶହରା ପାଇଁ ବିଭିନ୍ନ ଦେବୀପୀଠରେ ପ୍ରବଳ ଜନସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌…

ଭାରତ ବିପକ୍ଷରେ ଖେଳିବନି ପାକିସ୍ତାନ, ପ୍ରତି ୧୦ ସେକେଣ୍ଡରେ ହେବ ଏତେ କ୍ଷତି , ଜାଣିଲେ…

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଏହାର ସରକାର ଟି-୨୦ ବିଶ୍ୱକପରେ ସେମାନଙ୍କର କ୍ରିକେଟ ଦଳ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି, କିନ୍ତୁ ଫେବୃଆରୀ ୧୫ ତାରିଖରେ ଭାରତ…

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର…

ଲକ୍ଷେ ଯାଏ ଖସିଯିବ ସୁନା! ଏକ୍ସପର୍ଟ କଲେ ବଡ଼ ଖୁଲାସା…

ନୂଆଦିଲ୍ଲୀ,୨।୨: ବିଶ୍ୱ ଅସ୍ଥିରତା ଯୋଗୁଁ ଗତ ବର୍ଷ ଧରି ସୁନା ଏବଂ ରୂପା ମୂଲ୍ୟରେ ଲଗାତାର ରେକର୍ଡ ଉଚ୍ଚତା ସତ୍ତ୍ୱେ ଗତ ତିନିରୁ ଚାରି ଦିନ ମଧ୍ୟରେ…

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ…

ବଜେଟ ଘୋଷଣା ପରେ ଶସ୍ତା ହେବ କି ମୋବାଇଲ? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୨: ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକ ସଭାରେ ବଜେଟ 2026 ଉପସ୍ଥାପନ କରୁଥିଲେ, ଦେଶର ଲକ୍ଷ ଲକ୍ଷ ଲୋକଙ୍କ ମନରେ ଗୋଟିଏ ପ୍ରଶ୍ନ ଥିଲା: କ’ଣ…

ଲୋକସଭାରେ ଏମିତି କ’ଣ କହିଦେଲେ ରାହୁଲ, ଯାହାକୁ ଶୁଣି ସିଟ୍‌ରୁ ଉଠିପଡିଲେ ଅମିତ ଶାହା, ରାଜନାଥ ସିଂ

ନୂଆଦିଲ୍ଲୀ,୨।୨: ଆଜି ସଂସଦର ବଜେଟ ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଆଲୋଚନା ସହିତ ଆରମ୍ଭ ହୋଇଥିଲା, ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri