ମନରେଗାର ଗୁରୁତ୍ୱ ଉପଲବ୍ଧି କରୁଛନ୍ତି ମୋଦି ସରକାର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣ ସମୟରେ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ମନରେଗା ଦ୍ୱାରା ଶ୍ରମିକ ଏବଂ ଦିନ ମଜୁରିଆଙ୍କ ପାଖରେ ସରକାରଙ୍କ ଆର୍ଥିକ ସହାୟତା ପହଞ୍ଚି ପାରିଛି। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମନରେଗାର ଗୁରୁତ୍ୱ ଉପଲବ୍ଧି କରିବା ଆରମ୍ଭ କରିଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଗଣ ମାଧ୍ୟମ ସଂସ୍ଥା ‘ଦି ଇଣ୍ଡିଆନ୍‌ ଏକ୍ସପ୍ରେସ୍‌’ରେ ଏକ ଲେଖାରେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଏହାକୁ ନେଇ ଭାଜପା ନେତୃତ୍ୱାଧୀନ ଏନଡ଼ିଏ ସରକାରଙ୍କ ପକ୍ଷରୁ ବିରୋଧି ମନ୍ତବ୍ୟ ଦିଆଯାଉଥିଲା। ତେବେ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଏହାର ଗୁରୁତ୍ୱ ବୁଝିଲେ ହିଁ ଦେଶର ବିକାଶ ସମ୍ଭବ ହେବ ବୋଲି ସୋନିଆ ଏହି ଲେଖାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୈତିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ଲିଭ୍‌-ଇନ୍‌ ସମ୍ପର୍କ

ଚଣ୍ଡିଗଡ଼,୧୯ା୫: ଲିଭ୍‌-ଇନ୍‌ ରିଲେଶନଶିପ୍‌ ନୈତିକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ ବିଚିତ୍ର ଟିପ୍ପଣୀ ଦେଇଛନ୍ତି। ଏହାସହ ଆବେଦନକାରୀ...

ଇଦ୍‌ରେ ସମୂହ ନମାଜ ପାଠ ପାଇଁ ଘଣ୍ଟାଏ ମିଳୁ: ଦାବି ଜଣାଇଲା ଏଏପି

କଟକ ଅଫିସ,୨୩ା୫: ଇଦ୍‌ ଅବସରେ ସମୂହ ନମାଜ ପାଠ ପାଇଁ ଦାବି କରିଛି ଆମ୍‌ ଆଦ୍‌ମି ପାର୍ଟି (ଏଏପି) ସଂଖ୍ୟାଲଘୁ ଶାଖା। ଶାଖା ସଭାପତି ସେଖ୍‌...

ପୁଣି ଶପଥ ନେଲେ ଫଡ୍‌ନବିସ ଏବଂ ଅଜିତ୍‌ ପାଓ୍ବାର

ନୂଆଦିଲ୍ଲୀ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟିବା ପରେ ବୁଧବାର ବିଧାନ ଭବନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଏବଂ ଅଜିତ୍‌ ପାଓ୍ବାର...

୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆକ୍ରମଣ ଆଶଙ୍କା: ଆଗାମୀ ୫ ବର୍ଷରେ ୩ ଶହ ୬୦ ଲକ୍ଷ କୋଟି ହେବ କ୍ଷତି

ନୂଆଦିଲ୍ଲୀ,୧୮।୪: ଭାରତରେ ଡିଜିଟାଲକରଣ ଧାରା ଜାରି ରହିଛି। ତେବେ ୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆଶଙ୍କା ଭୟ ରହିଛି। ଏହାଦ୍ୱାରା ଆଗାମୀ ୫...

ମଇଳା ସ୍ବେରେଜ ପାଣିରେ ଚାଲିଲେ ଭାଜପା ବିଧାୟକ

ହାପୁର,୩୦।୭: ଉତ୍ତରପ୍ରଦେଶ ଜନପଦ ହାପୁଡ ଜିଲାର ଗଡ଼ମୁକ୍ତେଶ୍ୱରରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଭାଜପା...

ମୁହଁ ଖୋଲନ୍ତୁ ମୋଦି

ହାଇଦ୍ରାବାଦ,୨ା୩(ଆଇଏଏନ୍‌ଏସ୍‌): ଦିଲ୍ଲୀ ହିଂସା ଏକ ପ୍ରାୟୋଜିତ ଗଣହତ୍ୟା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀରବତା ଭଙ୍ଗ କରନ୍ତୁ। ସେ ନିଜ ସାମ୍ବିଧାନିକ ଦାୟିତ୍ୱ ତୁଲାଇ ଦୋଷୀଙ୍କୁ ଆଇନର...

ଖୁବ୍‌ ଶୀଘ୍ର ନାଗରିକତ୍ୱ ହରାଇବେ ସୋନିଆ-ରାହୁଲ: ସୁବ୍ରମଣ୍ୟମ୍‌ ସ୍ବାମୀ

ହାଇଦ୍ରାବାଦ୍‌,୨୦।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ତାଙ୍କ ପୁଅ ରାହୁଲ ଗାନ୍ଧୀ ଖୁବ୍‌ ଶୀଘ୍ର ଭାରତର ନାଗରିକତ୍ୱ ହରାଇବେ ବୋଲି ଭାଜପା ନେତା ସୁବ୍ରମଣ୍ୟମ୍‌...

ଦିଲ୍ଲୀ ହିଂସା ଥିଲା ଯୋଜନା ବଦ୍ଧ: ନୱାଜ ମଲିକ

ମୁମ୍ବାଇ,୩୦ ।୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି)ନେତା ତଥା ମହାରାଷ୍ଟ୍ରର ମନ୍ତ୍ରୀ ଥିବା ନୱାଜ ମଲିକ ଶନିବାର କହିଛନ୍ତି କୃଷକଙ୍କ ଟ୍ରାକ୍ଟର ରାଲି ସମୟରେ ସାଧାରଣତନ୍ତ୍ର ଦିବସରେ...

Advertisement
Archives

Model This Week