Posted inଜାତୀୟ

ମନୀଷ ସିସୋଡିଆଙ୍କୁ ମିଳିଲାନି ଆଶ୍ୱସ୍ତି

ନୂଆଦିଲ୍ଲୀ,୨୨।୧୨: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କୁ କୋର୍ଟରୁ କୌଣସି ଆଶ୍ୱସ୍ତି ମିଳିନାହିଁ। ରାଉସ ଆଭେନ୍ୟୁ କୋର୍ଟ ତାଙ୍କ ହେପାଜତ ସମୟ ବଢାଇ ଦେଇଛନ୍ତି। ତାଙ୍କୁ ଜାନୁୟାରୀ ୧୯, ୨୦୨୪ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବାକୁ ପଡିବ।
ସିବିଆଇ ମୁଖ୍ୟାଳୟରେ ଡକ୍ୟୁମେଣ୍ଟ ଯାଞ୍ଚ କରିବାକୁ ଅଭିଯୁକ୍ତଙ୍କ ଓକିଲଙ୍କୁ ଜାନୁଆରୀ ୧୫ ପର୍ଯ୍ୟନ୍ତ କୋର୍ଟ ସମୟ ଦେଇଛନ୍ତି। ଯାଞ୍ଚକୁ ସହଜ କରିବା ଏବଂ ଅନୁପାଳନ ରିପୋର୍ଟ ଦାଖଲ କରିବା ପାଇଁ ପର୍ଯ୍ୟାପ୍ତ ଅଧିକାରୀ ନିୟୋଜିତ କରିବାକୁ କୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri