ମନୁଷ୍ୟଙ୍କ ପୂର୍ବଜ ବୋଷ୍ଟଓ୍ବାନା ବାସିନ୍ଦା: ଜଳବାୟୁ ପରିବର୍ତ୍ତନ ଯୋଗୁ ଏକ ଲକ୍ଷ ବର୍ଷ ତଳେ ହୋଇଥିଲେ ବିସ୍ଥାପିତ

ଗ୍ରେବୋନ୍‌,୩୧।୧୦: ମନୁଷ୍ୟଙ୍କ ପୂର୍ବଜ ଦକ୍ଷିଣ ଆଫ୍ରିକାର ବୋଷ୍ଟଓ୍ବାନା ବାସିନ୍ଦା ଥିଲେ। ତେବେ ଜଳବାୟୁ ପରିବର୍ତ୍ତନ ଯୋଗୁ ଏକ ଲକ୍ଷ ବର୍ଷ ତଳେ ସେମାନେ ବିସ୍ଥାପିତ ହୋଇଥିଲେ। ଏନେଇ ନେଚର ପ୍ରତିକାରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆଜିକୁ ପ୍ରାୟ ୨ ଲକ୍ଷ ବର୍ଷ ତଳେ ଆଧୁନିକ ମନୁଷ୍ୟର ପୂର୍ବଜ ଜନ୍ମ ହୋଇଥିଲେ। ଏନେଇ ଗବେଷକ ଆଫ୍ରିକାର ବିଭିନ୍ନ ଅଞ୍ଚଳରେ ବାସ କରୁଥିବା ୧୨ ଶହ ଭିନ୍ନ ଭିନ୍ନ ଲୋକଙ୍କ ରକ୍ତ ନମୂନା ସଂଗ୍ରହ କରି ଏହାର ମାଇଟୋକୋଣ୍ଡ୍ରିଅଲ ଡିଏନ୍‌ଏ ସରଞ୍ଚନାର ବିଶ୍ଳେଷଣ କରି ଏହା ଜାଣିପାରିଥିବା ରିପୋର୍ଟରେ ଦର୍ଶାଯାଇଛି। ମନୁଷ୍ୟର ପୂର୍ବଜ ଏକ ଲକ୍ଷ ୩୦ ହଜାର ବର୍ଷ ତଳେ ପୃଥିବୀର ଉତ୍ତରପୂର୍ବ ଅଞ୍ଚଳକୁ ବିସ୍ଥାପିତ ହୋଇଥିଲେ। ସେହିପରି ଏକ ଲକ୍ଷ ୧୦ ହଜାର ବର୍ଷ ତଳେ ଦକ୍ଷିଣ ପଶ୍ଚିମ ଅଞ୍ଚଳକୁ ବିଭିନ୍ନ କାରଣରୁ ସ୍ଥାନାନ୍ତର ହୋଇଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଦ୍ଧକୁ ଇନ୍ଧନ ଦେଉଛି ଭାରତ’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ୟୁକ୍ରେନ୍‌ ଆକ୍ରମଣ ପରେ ଆମେରିକା ଓ ୟୁରୋପୀୟ କ୍ରେତାମାନେ ମସ୍କୋଠାରୁ ତେଲ କିଣିବା ବନ୍ଦ କରିଦେବାରୁ ରୁଷିଆ ନୂଆ ବଜାର ଖୋଜୁଛି। ଏବେ ଏସିଆକୁ...

ମୁହୟିଦ୍ଦିନ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୨୨ା୧୧: ମାଲେସିଆରେ ଶନିବାର ଅନୁଷ୍ଠିତ ପଞ୍ଚଦଶ ସାଧାରଣ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ଜନାଦେଶ ମିଳି ନ ଥିବାରୁ ଝୁଲା ସରକାର ଗଠନ ହେବାକୁ ଯାଉଛି।...

ସୀମାକୁ ଧାଇଁଲେ ଆଫଗାନ୍‌

କାବୁଲ, ୨ା୯: ୧,୨୩,୦୦୦ ଲୋକଙ୍କୁ ଏୟାରଲିଫ୍ଟ କରି ଆମେରିକା ସୈନ୍ୟ ଫେରିଯିବା ପରେ କାବୁଲ ବିମାନବନ୍ଦରକୁ ତାଲିବାନ୍‌ ଦଖଲ କରିଛି। ଏଥିସହ ଏୟାରଲିଫ୍ଟ ଅପେକ୍ଷାରେ ଥିବା...

ବହୁ ବିବାଦ ପରେ ଏକାଠି ହେବେ ଜାପାନ ପ୍ରିନ୍ସେସ୍‌

ଟୋକିଓ,୧।୧୦: ଜାପାନ ପ୍ରିନ୍ସେସ୍‌ ମାକୋ ଓ ତାଙ୍କ ପୂର୍ବତନ କ୍ଲାସ୍‌ମେଟ କେଇ କୋମୁରୋ ଆସନ୍ତା ୨୬ ତାରିଖରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଇମ୍ପେରିଆଲ...

ପୃଥିବୀର ଉଚ୍ଚତମ ବ୍ରିଜ୍‌ ଟାଓ୍ବାର: ଉଚ୍ଚତା ୧୧୦ ମହଲା କୋଠା ସଦୃଶ

ବେଜିଂ, ୩୧।୧୨: ଚାଇନାର ଦକ୍ଷିଣ-ପଶ୍ଚିମ ଗିୟାଝୋଇ ପ୍ରାନ୍ତରେ ଥିବା ପିଙ୍ଗ୍‌ଟାଙ୍ଗ୍‌ ବ୍ରିଜ୍‌ ଟାଓ୍ବାରକୁ ମଙ୍ଗଳବାର ଲୋକାର୍ପିତ କରାଯାଇଛି। ଦୁଇ ପାହାଡ଼ ମଧ୍ୟରେ ଥିବା ଏହି ୨୧୩୫...

ରୁଷିଆ ବିରୋଧରେ ୟୁରୋପୀୟ ସଂଘର ନୂଆ କଟକଣା…

ମସ୍କୋ,୨୬।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ବର୍ଷେ ବିତିଛି। କିନ୍ତୁ ଉଭୟ ପକ୍ଷ ପଛକୁ ହଟିବାକୁ ପ୍ରସ୍ତୁତ ନୁହନ୍ତି। ୟୁରୋପୀୟ ୟୁନିଅନ...

ସିଗ୍ନେଚର-ସିଲିକନ ଭ୍ୟାଲି ବ୍ୟାଙ୍କ ଦେବାଳିଆ ହେବା ପରେ ବାଇଡେନଙ୍କ ବଡ଼ ଘୋଷଣା: ଦୋଷୀଙ୍କ ବିରୋଧ ହେବ କଡ଼ା କାର୍ଯ୍ୟାନୁଷ୍ଠାନ…

ଓ୍ବାଶିଂଟନ,୧୩।୩ : ଆମେରିକାର ସିଗ୍ନେଚର ବ୍ୟାଙ୍କ ଏବଂ ସିଲିକନ ଭ୍ୟାଲି ବ୍ୟାଙ୍କ ବୁଡ଼ିଯିବା ଖବର ସାରା ବିଶ୍ୱରେ ହେଡଲାଇନ ସୃଷ୍ଟି କରିଛି। ବର୍ତ୍ତମାନ ଆମେରିକାର ରାଷ୍ଟ୍ରପତି...

ତାଲିବାନ୍‌ ଶାସନରେ ୪୦୦ ନାଗରିକଙ୍କୁ ହତ୍ୟା…

କାବୁଲ,୮।୩ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନ ଆରମ୍ଭ ହେବାଠାରୁ ଇତିମଧ୍ୟରେ ୪୦୦ ନାଗରିକଙ୍କୁ ହତ୍ୟା କରାଯାଇଛି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।...

Advertisement
Archives

Model This Week