ମନେପଡ଼ିଲେ କଳ୍ପନା

ଢେଙ୍କାନାଳ ଅଫିସ, ୨୩।୫-ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶନିବାର ପାଳିତ ହୋଇଯାଇଛି। ଢେଙ୍କାନାଳର ଏହି ସାହସୀ ଝିଅ ସର୍ବଦା ଯୁବଗୋଷ୍ଠୀଙ୍କ ପ୍ରେରଣା ହୋଇ ରହିବେ। ସାହସିକତା ତାଙ୍କୁ ସବୁଦିନ ଲାଗି ଅମର କରି ରଖିବ ବୋଲି ମତପ୍ରକାଶ ପାଇଥିଲା। ଏହି ଉପଲକ୍ଷେ ସନ୍ଧ୍ୟା ୬ଟାରେ ସ୍ଥାନୀୟ ଶ୍ରୀବଳରାମଜୀଉ ମନ୍ଦିର ନିକଟ ବଜରଙ୍ଗ କ୍ଲବ ଗୃହରେ ଅନୁଷ୍ଠାନର କର୍ମକର୍ତ୍ତାମାନେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। କଳ୍ପନାଙ୍କ ସ୍ମୃତିରେ ପ୍ରତିବର୍ଷ ମହିଳାଙ୍କୁ ନେଇ ରକ୍ତଦାନ ଶିବିର କରାଯିବ। ଏଥିସହ ସହରରେ ପ୍ରତିମୂର୍ତ୍ତି ସ୍ଥାପନ କରିବା ଲାଗି ପ୍ରଶାସନକୁ ଅନୁରୋଧ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ସଭାପତି ଅମରେନ୍ଦ୍ର ସାମଲ, ସମ୍ପାଦକ ଶୁଭେନ୍ଦୁ ଷଡ଼ଙ୍ଗୀ, ସନ୍ଦୀପ ହିଣ୍ଡୋଚା, ଗୌରୀଶଙ୍କର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଟାଣୁଛି କପିଳାସ ଜୁ’

ଢେଙ୍କାନାଳ ଅଫିସ, ୫।୩ – ପର୍ଯ୍ୟଟନ ବିଭବରେ ଭରପୂର କପିଳାସ। ଗୋଟିଏ ପଟେ ପ୍ରସିଦ୍ଧ ଶୈବକ୍ଷେତ୍ର ଶ୍ରୀଚନ୍ଦ୍ରଶେଖର ଜୀଉ ଏବଂ ଅନ୍ୟପଟେ ଅସରନ୍ତି ବନ୍ୟଜୀବନରେ ଭରା...

ରତ୍ନବେଦିରେ ମହାପ୍ରଭୁ

ଢେଙ୍କାନାଳ ଅଫିସ, ୩।୭ ଢେଙ୍କାନାଳ ଶ୍ରୀବଳରାମ ମନ୍ଦିରରେ ଗୁରୁବାର ନୀଳାଦ୍ରି ବିଜେ ନୀତି ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଛି। ରାତି ସାଢ଼େ ୮ଟାରେ ମହାପ୍ରଭୁଙ୍କୁ ଅସ୍ଥାୟୀ...

ବିଦ୍ୟୁତ୍‌ ଫାଶ ନେଲା ଦନ୍ତା ଜୀବନ

ସାତମାଇଲ, ୧୫।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଶିକାରୀଙ୍କ ବିଦ୍ୟୁତ୍‌ ତାର ନେଇଛି ଏକ ଦନ୍ତା ଜୀବନ। ସାତମାଇଲ ନିକଟ ଗୁରିଲୋ କାଜୁପଡ଼ିଆରୁ ବୁଧବାର ଉକ୍ତ...

ଖଣିଜ ଚୋରା ଚାଲାଣ ପାଇଁ ହ୍ବାଟ୍‌ସଆପ୍‌ ଗ୍ରୁପ୍‌

ଓଡ଼ାପଡ଼ା,୧୦।୭(ଡି.ଏନ୍‌.ଏ.)ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲରେ ବାଡ଼ ଖାଉଛି ଫସଲ। ଚଢ଼ାଉ ପୂର୍ବରୁ ପ୍ରଶାସନର ବ୍ଲୁ-ପ୍ରିଣ୍ଟ ସମ୍ପର୍କରେ ତହସିଲ କର୍ମଚାରୀ ଅସାଧୁ ବ୍ୟବସାୟୀଙ୍କୁ ପଠାଇ ଦେଉଛନ୍ତି ସୂଚନା।...

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆନନ୍ଦପୁର ଗ୍ରାମର ଅମ୍ବୁଜ ମଳିକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ...

ଖେଳୁଥିବା ବେଳେ ଖାଲରେ ବୁଡ଼ି ଯାଇ ଶିଶୁପୁତ୍ର ମୃତ

ଭୁବନ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଏନ୍‌ଏସି କାର୍ଯ୍ୟାଳୟ ପଛପଟେ ଥିବା ଏକ ଖତ ଖାଲରେ ଭର୍ତ୍ତି ହୋଇଥିବା ପାଣିରେ ବୁଡ଼ିଯାଇ ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତଶିଶୁ...

ଢେଙ୍କାନାଳ ଜିଲା କୋଭିଡ ହେଲ୍‌ଥ୍‌ ସେଣ୍ଟର ପରିଦର୍ଶନ କଲେ ୫ଟି ସଚିବ

ଢୋଙ୍କାନାଳ ଅଫିସ, ୧୭।୪: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରାଯାଉଛି। ଏହି କ୍ରମରେ ଢେଙ୍କାନାଳ...

୧୪୨ ୟୁନିଟ୍‌ ରକ୍ତ ସଂଗ୍ରହ

ଅନୁଗୋଳ ଅଫିସ/ଆଠମଲ୍ଲିକ/  ଢେଙ୍କାନାଳ ଅଫିସ, ୧୬।୪:  ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରକ୍ତ ଅଭାବ ଦୂର ପାଇଁ ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜୁ...

Coronavirus Update


Archives

Model This Week

Why Dharitri